ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

ରାଜନଗର,୩୧ା୭(ଭାସ୍କର ରାଉତରାୟ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଗତ ମେ’ ୧ରୁ ଦୀର୍ଘ ୩ ମାସ ଧରି ଆଜି ପର୍ଯ୍ୟନ୍ତ ଏହି ଜାତୀୟ ଉଦ୍ୟାନ ବନ୍ଦ ରହିଛି । ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିବାବେଳେ ଆସନ୍ତାକାଲିଠାରୁ ପର୍ଯ୍ୟଟକମାନେ ଭିତରକନିକା ବୁଲି ଏହାର ମଜା ନେଇପାରିବେ।

ଏଠାରେ ଥିବା ସଂଗ୍ରହାଳୟ ନୂତନ ଭାବେ ନିର୍ମାଣ କରାଯାଇଛି । ପର୍ଯ୍ୟଟକମାନେ ଏହି ଆକର୍ଷଣୀୟ ସଂଗ୍ରହାଳୟ ବୁଲି ଭିତରକନିକାର ଐତିହ୍ୟ, ବନ୍ୟଜନ୍ତୁ ଓ ପକ୍ଷୀମାନଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୭ା୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?