ଭୋଗରାଇ ମହିଳା ମହାବିଦ୍ୟାଳୟ ଅଶାନ୍ତ

ଭୋଗରାଇ,୩୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜନୈକ ଛାତ୍ରୀଙ୍କୁ ଅସତ ଆଚରଣ କରିଥିବା ଅଭିଯୋଗରେ ବୁଧବାର କଲେଜ ପରିସର ଅଶାନ୍ତ ହୋଇପଡ଼ିଛି l ଅଭିଯୁକ୍ତଙ୍କୁ କଲେଜରୁ ବହିଷ୍କାର, ଛାତ୍ରୀଙ୍କୁ ସୁରକ୍ଷା ଆଦି ଦାବିରେ ଅବିଭାବକ, ଗ୍ରାମବାସୀ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ସକାଳ ସାଢେ ୭ଟାରୁ ନାରାବାଜି ପ୍ରଦର୍ଶନ କରିଛନ୍ତି l ଏଭଳି ସ୍ଥିତିରେ ସ୍ଥାନୀୟ ଜଣେ ଯୁବବାହିନୀର ଯୁବକ ଓ ଅନ୍ୟଜଣେ କଲେଜ କର୍ମଚାରୀ ପ୍ରତିବାଦକାରୀଙ୍କୁ ମାରଧର ଏବଂ ପୋଷ୍ଟର ଚିରି ଧମକ ଦେଇଥିବା ଅଭିଯୋଗ ହୋଇଛି l ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସତର୍କ ଦୃଷ୍ଟି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେରାଇନ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ

କୋଣାର୍କ, ୧୫।୧୨(ଡି.ଏନ.ଏ): କୋଣାର୍କ-ପୁରୀ ବେଳାଭୂମି ରାସ୍ତାର ସାହୁଖଣତା ଠାରେ ଗୁଜରାଟର ରାନ୍‌ ଉତ୍ସବ ଢାଞ୍ଚାରେ ଆୟୋଜିତ ‘ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ’କୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ...

ସରକାରୀ ବାବୁଙ୍କ ଘରେ ନାବାଳିକାଙ୍କୁ ବଳାତ୍କାର

ବାଲିଚନ୍ଦ୍ରପୁର,୩।୧୧(ସ୍ବ.ପ୍ର.): ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ସୋମବାର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାପଡ଼ିଛି ଯେ, ନାନପୁର ବିରୂପା ନଦୀ...

ଝଡ଼ ତୋଫାନରେ ଭାଙ୍ଗିଲା କଲ୍ୟାଣ ମଣ୍ଡପ କାନ୍ଥ

ପଡ଼ିଆବାହାଲ,୫ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଯୁଯୁମୁରା ପଞ୍ଚାୟତ ସମିତି ଅଧୀନ ଡ଼ଙ୍ଗରପଡା ପଞ୍ଚାୟତର ଲିଟିମୁଣ୍ଡା ଗ୍ରାମରେ ଝଡ଼ ତୋଫାନରେ ଏକ ନିର୍ମାଣାଧୀନ କଲ୍ୟାଣ ମଣ୍ଡପ କାନ୍ଥ ସମ୍ପୂର୍ଣ୍ଣ...

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର...

ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର...

ଭଙ୍ଗା ଘରେ ଚାଲିଛି ଆୟୁର୍ବେଦ ଚିକିତ୍ସାଳୟ

ଅମରପାଲି,୨୭।୧୧(ଡି.ଏନ.ଏ): ସରକାର ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ନେଉଛନ୍ତି ଅନେକ ପଦକ୍ଷେପ। ଚିକିତ୍ସାଳୟ ସ୍ଥାପନ, ମାଗଣା ଔଷଧ ବଣ୍ଟନ ସହ ଆମ୍ବୁଲାନ୍ସର ବ୍ୟବସ୍ଥା ମଧ୍ୟ...

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ

ଲଖନପୁର,୪।୮(ଡି.ଏନ୍‌.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍‌ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍‌, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା...

Advertisement
Archives

Model This Week