Posted inଜାତୀୟ

ଭାଇରାଲ ହେଲା ଆକ୍ଟ୍ରେସଙ୍କ ଏମ୍‌ଏମ୍‌ଏସ୍‌

ନୂଆଦିଲ୍ଲୀ,୧୯।୮: ଭୁଲ କାରଣ ଯୋଗୁ ଚର୍ଚ୍ଚାକୁ ଆସିଛି ଭୋଜପୁରୀ ସିନେମା। ନିକଟରେ ଭୋଜପୁରୀ ଅଭିନେତ୍ରୀ ତ୍ରୀଷା କର ମଧୁଙ୍କ ଏମ୍‌ଏମ୍‌ଏସ୍‌ ଭାଇରାଲ ହୋଇଥିଲା। ଏବେ ଆଉ ଜଣେ ଭୋଜପୁରୀ ଆକ୍ଟ୍ରେସ ପ୍ରିୟଙ୍କା ପଣ୍ଡିତଙ୍କ ବ୍ୟକ୍ତିଗତ ଭିଡିଓ ଭାଇରାଲ ହୋଇଛି।

କିଛି ରିପୋର୍ଟ ଅନୁଯାୟୀ, ପ୍ରିୟଙ୍କାଙ୍କ ଭିଡିଓଟି ଖୁବ୍‌ ପୁରୁଣା। ତ୍ରୀଷାଙ୍କ ଏମ୍‌ଏମ୍‌ଏସ୍‌ ବିବାଦ ପରେ ଏହା ପୁଣି ଥରେ ସାମ୍ନାକୁ ଆସିଛି। ତେବେ ଏଭଳି ଭିଡିଓ ଶେୟାର କରି ତାଙ୍କୁ କେହି ବଦନାମ କରିବାକୁ ଚେଷ୍ଟା କରୁଥିବା ଅଭିନେତ୍ରୀ ଜଣଙ୍କ କହିଛନ୍ତି। କେବଳ ଏତିକି ନୁହେଁ, ଭିଡିଓକୁ ଏଡିଟ୍‌ କରାଯାଇଛି। ଭାଇରାଲ ଭିଡିଓରେ ଦେଖା ଯାଉଥିବା ମହିଳା ଜଣଙ୍କ ମୁଁ ନୁହେଁ ବୋଲି ଅଭିନେତ୍ରୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ସେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏମ୍‌ଏମ୍‌ଏସ୍‌ ଲିଙ୍କ୍‌କୁ ସୋସିଆଲ ମିଡିଆରୁ ହଟାଇ ଦେଇଛି।

ଉଲ୍ଲେଖଯୋଗ୍ୟ, ୨୦୧୩ରେ ଫିଲ୍ମ ‘ଜୀନା ତେରେ ଗଲି ମେ’ ଜରିଆରେ ପଦାର୍ପଣ କରିଥିବା ପ୍ରିୟଙ୍କାଙ୍କ ଏପର୍ଯ୍ୟନ୍ତ ପ୍ରାୟ ୧୦ଟି ଭୋଜପୁରୀ ଫିଲ୍ମରେ କାମ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବର ପଞ୍ଚମ ବିଜୟ

ମୁଲାନପୁର,୧୯ା୪: ପ୍ରିୟାଂଶ ଆର୍ଯ୍ୟ ଓ କୁପର କନୋଲୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ…

କାର୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ

ବେଲଗୁଣ୍ଠା,୧୯।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗଙ୍ଗପୁର ଥାନା ଅଧୀନ ଇନ୍ଦନପୁର ଗ୍ରାମରେ ଏକ କାର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ସାଙ୍ଗ ଗୁଳିରେ ଚାଲିଗଲା ସାଙ୍ଗର ଜୀବନ

ଫୁଲବାଣୀ/ଚକାପାଦ/ବାଲିଗୁଡା,୧୯ା୪(ରାକେଶ କୁମାର ରାଉତ/ପ୍ରତାପ କିଶୋର ବେହେରା/ ସଞ୍ଜୟ କୁମାର ପାଣିଗ୍ରାହୀ): ଜଙ୍ଗଲକୁ ଶିକାର କରିବାକୁ ୩ ସାଙ୍ଗ ଯାଇଥିଲେ। ହେଲେ ଶିକାର କଲାବେଳେ ବନ୍ଧୁକ ଧରିଥିବା ଯୁବକଙ୍କ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri