୨୦ କିଲୋ ଓଜନ ଲେହେଙ୍ଗା ପିନ୍ଧି ଚର୍ଚ୍ଚାରେ ଏହି ବୋଲ୍ଡ ଅଭିନେତ୍ରୀ

ଭୋଜପୁରୀର ହଟ୍‌ ଏବଂ ବୋଲ୍ଡ ଅଭିନେତ୍ରୀ ରାନୀ ଚାଟାର୍ଜୀ ନିଜର ଫିଲ୍ମ ଏବଂ ଅଭିନୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଭୋଜପୁରୀ ସିନେମାରେ ସଫଳ ହେବା ପରେ ଏବେ ରାନୀ ବଲିଉଡ୍‌ ମୁହାଁ ହୋଇଛନ୍ତି। ବଲିଉଡ୍‌ରେ କାମ କରିବାକୁ ଚାହୁଁଥିବା ସେ ଅନେକ ଥର କହିସାରିଛନ୍ତି। ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ରାନୀଙ୍କ ଲାଇଫ୍‌ପାର୍ଟନର ବିଷୟରେ ଜାଣିବା ପାଇଁ ପ୍ରଶଂସକ ସବୁବେଳେ ଇଚ୍ଛା ପ୍ରକାଶ କରିଆସିଛନ୍ତି।
ତେବେ ରାନୀଙ୍କ କିଛି ପୂରୁଣା ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ତାଙ୍କୁ ବୋହୂ ବେଶରେ ଦେଖିବାକୁ ମିଳୁଛି। ରାନୀଙ୍କ ଏହି ଲେହେଙ୍ଗାର ଓଜନ ୧୮ କେଜି। ୧୮ କେଜି ଓଜନର ଏହି ଲେହେଙ୍ଗାରେ ରାନୀଙ୍କ ବୋହୂ ରୂପକୁ ଦର୍ଶକ ବେସ୍‌ ପସନ୍ଦ ମଧ୍ୟ କରୁଛନ୍ତି। ଗୋଲାପି ରଙ୍ଗର ଏହି ଲେହେଙ୍ଗା ସାଙ୍ଗକୁ ରାନୀ ଧଳା ଏବଂ ଗୋଲାପି ରଙ୍ଗର ଅଳଙ୍କାର ପିନ୍ଧିଛନ୍ତି। ତେବେ ରାନୀ ଜଣେ ଟିଭି କଳାକାରଙ୍କ ସହ ରିଲେଶନସିପ୍‌ରେ ଥିବା କିଛି ଦିନ ତଳେ କହିଥିଲେ। ମାତ୍ର ତାଙ୍କ ନାମ ସେ ପ୍ରକାଶ କରି ନ ଥିଲେ। ସମୟ ଆସିଲେ ସମସ୍ତେ ଜାଣିପାରିବେ ବୋଲି ସେ କହିଥିଲେ। ଏହା ପରଠାରୁ ସେ ବ୍ୟକ୍ତିଜଣଙ୍କ କିଏ ତାହା ଜାଣିବାକୁ ସମସ୍ତେ ଚାହିଁ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri