Posted inଜାତୀୟ

ଭୋଜପୁରୀ ଷ୍ଟାର ପଓ୍ବନ ସିଂଙ୍କ ୟୁ ଟର୍ନ, ନିର୍ବାଚନ ଲଢିବା ନେଇ କଲେ ଘୋଷଣା

କୋଲକତା,୧୩।୩: ନିକଟରେ ପଶ୍ଚିମବଙ୍ଗର ଆସନସୋଲରୁ ନିର୍ବାଚନ ଲଢିବେନି ବୋଲି ମନା କରିଥିଲେ ଭୋଜପୁରୀ ଷ୍ଟାର ପଓ୍ବନ ସିଂ। ହେଲେ ବୁଧବାର ନିର୍ବାଚନ ଲଢିବା ନେଇ ସେ ଘୋଷଣା କରିଛନ୍ତି। ଏକ୍ସ’ରେ ଟ୍ବିଟ୍‌ କରି ସେ କହିଛନ୍ତି, ‘ଜନତା ଜନାର୍ଦ୍ଦନ ଓ ମା’ କୁ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିବା ପାଇଁ ଏଥର ମୁଁ ନିର୍ବାଚନ ଲଢିବି। ଆପଣ ସମସ୍ତଙ୍କର ଆଶୀର୍ବାଦ ଓ ସହଯୋଗ ଲୋଡା। ଜୟ ମାତା ଦି’।

କହିରଖୁଛୁ କି, ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାଜପା ପ୍ରଥମ ପର୍ଯ୍ୟାୟ ତାଲିକାରେ ୧୯୫ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପଶ୍ଚିମବଙ୍ଗର ଆସନସୋଲରୁ ଅଭିନେତା ପଓ୍ବନ ସିଂଙ୍କୁ ଦଳ ଟିକେଟ୍‌ ଦେଇଥିଲା। ହେଲେ ଟିକେଟ୍‌ ମିଳିବାର ୨୪ଘଣ୍ଟା ମଧ୍ୟରେ ସେ ନିର୍ବାଚନ ଲଢିବା ନେଇ ମନା କରି ଦେଇଥିଲେ। ଏହାପରେ ସେ ଭାଜପା ସଭାପତି ଜେପି ନଡ୍ଡାଙ୍କୁ ସାକ୍ଷାତ କରିଥିଲେ। ସୂଚନାଥାଉ କି, ବର୍ତ୍ତମାନ ଆସନସୋଲ ସିଟ୍‌ରେ ଅଭିନେତା ଶତ୍ରୁଘ୍ନ ସିହ୍ନା ଟିଏମସି ଏମପି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri