ଭୁଲଭୁଲେୟା କମେଡିଆନଙ୍କ ଘର ସିଜ୍‌! ଜବତ ହେଲା କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୩।୮: କମେଡି ବାଦଶାହ ରାଜପାଲଙ୍କ ଘରେ ହୋଇଛି ଚଢାଉ। ତାଙ୍କର କୋଟିକୋଟି ସମ୍ପତ୍ତି ଜବତ କରାଯାଇଛି। ତାଙ୍କର ସମସ୍ତ ସମ୍ପତ୍ତି ଜବତ କରିବା ସହ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ଫ୍ରିଜ୍‌ କରାଯାଇଛି। କମେଡିଆନ ରାଜପାଲ ୟାଦବ ୨୦୧୨ରେ ଅତା ପତା ଲାପତା ଫିଲ୍ମକୁ ନିର୍ଦ୍ଦେଶନା ଦେଇଥିଲେ। ଫିଲ୍ମ ତିଆରି ପାଇଁ ସେତେବେଳେ ସେବ୍ୟାଙ୍କ୍‌ରୁ ୫କୋଟି ଟଙ୍କା ଲୋନ୍‌ ନେଇଥିଲେ। ତେବେ ସେ ଏଯାଏଁ ଏହି ଋଣ ପରିଶୋଧ କରି ନାହାନ୍ତି। ରାଜପାଲ ମୁମ୍ବାଇର ବାନ୍ଦଆରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆରୁ ଏହି ଲୋନ୍‌ ନେଇଥିଲେ।

ଏବେ ବ୍ୟାଙ୍କ ଅଧିକାରୀମାନେ ତାଙ୍କ ଶାହାଜାନପୁରର ଘରେ ଚଢାଉ କରି ରାଜପାଲଙ୍କ କୋଟି କୋଟି ସମ୍ପତ୍ତି ଜବତ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଅଧିକାରୀମାନେ ତାଙ୍କ ସମସ୍ତ ସମ୍ପତ୍ତି ଉପରେ ଏକ ବ୍ୟାନର ଲଗାଇଛନ୍ତି। ଏହି ବ୍ୟାନର୍‌ରେ କୁହାଯାଇଛି ଯେ, ତାଙ୍କର ସମସ୍ତ ସମ୍ପତ୍ତି ସେଣ୍ଟ୍ରାଲ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆର ଅଟେ। ଏହାକୁ କେହି ବିକ୍ରି କିମ୍ବା କିଣି ପାରିବେ ନାହିଁ। ୫କୋଟି ଟଙ୍କା ଲୋନ୍‌ ନେଇ ଶୁଝି ପାରି ନ ଥିବାରୁ ଏହାକୁ ଜବତ କରାଯାଇଛି ବୋଲି ବ୍ୟାଙ୍କ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri