Posted inଜାତୀୟ

ହୋଟେଲରେ ନାବାଳିକାଙ୍କୁ ନିଶା ଦେଇ ବଳାତ୍କାର

ଭୋପାଳ,୧୮।୧୨: ଭୋପାଳର ଆନନ୍ଦନଗରରେ ଥିବା ଏକ ହୋଟେଲରେ ଜଣେ ୧୬ ବର୍ଷୀୟା ବାଳିକାଙ୍କୁ ନିଶା ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ନାବାଳିକାଙ୍କ ଅଶ୍ଳୀଳ ଭିଡିଓ ରେକର୍ଡ ହୋଇଥିବା ଜଣାପଡିଛି। ଘଟଣା ସମ୍ପର୍କରେ ଜଣାଇଲେ ଭିଡିଓକୁ ସୋସିଆଲ ମିଡିଆରେ ପୋଷ୍ଟ କରିବାକୁ ଅଭିଯୁକ୍ତ ଜଣକ ଧମକ ଦେଇଥିଲେ। ୪ ମାସର ନୀରବ ପରେ ପୀଡ଼ିତା ତାଙ୍କ ମା’ଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ଲୋକେ ଐଶବାଗ ଥାନାରେ ଏତଲା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଆଇପିସିର ବିଭିନ୍ନ ଧାରା ସମେତ ପୋକ୍ସୋ ଆଇନରେ ଏକ ମାମଲା ରୁଜୁ କରିଛି। ଏନେଇ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ସୂଚନାଯୋଗ୍ୟ, ଐଶବାଗ ଅଞ୍ଚଳରୁ ବାଳିକାଙ୍କୁ ପଡୋଶୀ ଜଣକ ଅଟୋରେ ଆନନ୍ଦନଗରରେ ଥିବା ଏକ ହୋଟେଲକୁ ନେଇଥିଲେ। ସେଠାରେ ସେ ତାଙ୍କୁ ନିଶା ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କୁ ଭେଟିଲେ କମଲେଶଙ୍କ ପରିବାର

ଲକ୍ଷ୍ନୌ,୨୦।୧୦: ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କ ମା’ ସ୍ତ୍ରୀ ଓ ଭାଇ ରବିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଭେଟିଛନ୍ତି।...

ପୋଲିସ ବାବୁଙ୍କୁ ଚଟକଣା ମାରିଲେ ବାଲି ମାଫିଆ

ଭୋପାଳ, ୧୮।୭: ମଧ୍ୟପ୍ରଦେଶରେ ଆଇନଶୃଙ୍ଖଳା ସ୍ଥିତି ଧୀରେଧୀରେ ବିପନ୍ନ ହେବାରେ ଲାଗିଛି। ଅପରାଧୀଙ୍କ ମନରେ ପୋଲିସ ପ୍ରତି ଭୟ ନ ଥିବା ଦେଖିବାକୁ ମିଳୁଛି। ଏବେ...

ଜାଲିକାଟ୍ଟୁ ପ୍ରତିଯୋଗିତା ବେଳେ ୩୫ ଆହତ

ମଦୁରାଇ,୧୬ା୧(ପି.ଟି.): ପୋଙ୍ଗଲ ପର୍ବ ଅବସରରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ବାର୍ଷିକ ଷଣ୍ଢ କାବୁ କରିବା ପ୍ରତିଯୋଗିତା (ଜାଲିକାଟ୍ଟୁ)ରେ ଭାଗନେଇ ୩୫ ଜଣ ଆହତ ହୋଇଛନ୍ତି। ବୁଧବାର...

କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତି

ନୂଆଦିଲ୍ଲୀ,୨୯।୭: ମେଡିକାଲ ପାଠ ପଢା ପାଇଁ ଆଗ୍ରହୀ ଛାତ୍ରୀଛାତ୍ରଙ୍କୁ ବଡ ଉପହାର ଦେଇଛନ୍ତି ମୋଦି ସରକାର। ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି କହିଛନ୍ତି...

ଏଣିକି ନାଇଟ୍‌ ଶିଫ୍ଟରେ ଡ୍ୟୁଟି କରିବେ ବରିଷ୍ଠ ଅଧିକାରୀ

ମୁମ୍ବାଇ,୩୦ା୩: ନିଜର ଆଦେଶକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମୁମ୍ବାଇ ପୋଲିସ କମିଶନର ସଞ୍ଜୟ ପାଣ୍ଡେଙ୍କ ଏବେ ଆଉ ଏକ ନୂଆ ଆଦେଶ ଚର୍ଚ୍ଚାରେ ରହିଛି।...

ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା

ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି।...

ଚତୁର୍ଥୀ ରାତିରେ ସ୍ବାମୀଙ୍କ ଉଡିଗଲା ହୋସ୍‌: ରାତି ୧୨ରେ ଶ୍ୱଶୁରଙ୍କୁ ଲଗାଇଲେ ଫୋନ୍‌

ଭୋପାଳ,୨।୪: ମଧ୍ୟପ୍ରଦେଶର ଶିବପୁରୀରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଶ୍ୱଶୁର ଘର ନାଁରେ ବିବାହ ପ୍ରତାରଣା ଅଭିଯୋଗ ଆଣିଛନ୍ତି ଜଣେ ବ୍ୟକ୍ତି। ସେ ଅଭିଯୋଗରେ...

ପୁଣି ନିଜ ଦଳକୁ ସମାଲୋଚନା କଲେ ଆଜାଦ୍‌

ନୂଆଦିଲ୍ଲୀ,୨୨।୧୧: କଂଗ୍ରେସରେ ଏବେ ଗୋଷ୍ଠୀ କନ୍ଦଳ ଲାଗି ରହିଛି। ଦଳର ହେବିଓ୍ବେଟ୍‌ ନେତା ଦଳୀୟ କାର୍ଯ୍ୟକୁ ସମାଲୋଚନା କରୁଥିବା ଦେଖାଯାଇଛି। ପୁଣିଥରେ ଦଳର ନେତୃତ୍ୱକୁ ପୁଣି...

Advertisement
Archives

Model This Week