Posted inଜାତୀୟ

କୃଷକଙ୍କ ପାଇଁ ଋଣ ଛାଡ, ୫୦୦ ଟଙ୍କାରେ ମିଳିବ ଗ୍ୟାସ ସିଲିଣ୍ଡର: ମଧ୍ୟପ୍ରଦେଶରେ ଖାର୍ଗେଙ୍କ ଘୋଷଣା

ଭୋପାଳ,୨୨।୮: ମଧ୍ୟପ୍ରଦେଶରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସର ନଜର ରହିଛି। ଶାସକ ଭାଜପା ବ୍ୟତୀତ କଂଗ୍ରେସ ମଧ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛି। ଏହି ସମୟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ସତନାରେ ପହଞ୍ଚିଛନ୍ତି। ସତନାରେ ଏକ ରାଲିରେ ସମ୍ବୋଧିତ କରିବାବେଳେ ଖାର୍ଗେ ଅନେକ ଘୋଷଣା କରିଛନ୍ତି। ରାଜ୍ୟରେ ବିଧାନସଭା ନିର୍ବାଚନରେ ଜିତିବା ପରେ କଂଗ୍ରେସ ଜାତିଗତ ଜନଗଣନା କରାଇବ ବୋଲି ଖାର୍ଗେ କହିଛନ୍ତି। ଏହା ବ୍ୟତିତ ଖାର୍ଗେ ଆହୁରି କହିଛନ୍ତି, କଂଗ୍ରେସ କ୍ଷମତାକୁ ଆସିଲେ କୃଷକଙ୍କ ପାଇଁ ଋଣ ଛାଡ କରାଯିବ। ଏଲପିଜି ସିଲିଣ୍ଡର କେବଳ ୫୦୦ ଟଙ୍କାରେ ମିଳିବ ଏବଂ ମହିଳାଙ୍କୁ ପ୍ରତି ମାସରେ ୧୫୦୦ ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri