Posted inଜାତୀୟ

ଭୋପାଳର ହାଇଦରୀ ମସଜିଦରେ ଶୁଭିଲା ‘ହର ହର ମୋଦି, ଘର ଘର ମୋଦି’, ସ୍ଲୋଗାନ

ଭୋପାଳ,୧୩।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଭୋପାଳରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏଠାରେ ଥିବା ଆଲିଗଞ୍ଜ ହାଇଦରୀ ମସଜିଦରେ ‘ହର ହର ମୋଦି, ଘର ଘର ମୋଦି’ର ସ୍ଲୋଗାନ ଦିଆଯାଇଛି। ଏହା ବ୍ୟତୀତ ଲୋକମାନେ ’‘ମୋଦି ହୈ ତୋ ମୁମକିନ ହୈ’ ର ସ୍ଲୋଗାନ ମଧ୍ୟ ଦେଇଥିଲେ। ଆହୁରି ମଧ୍ୟ ବୋହରା ସମ୍ପ୍ରଦାୟ ମସଜିଦ ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୋଷ୍ଟର ଉଡାଇଥିଲା।
ବୋହରା ସମ୍ପ୍ରଦାୟ ଭାଜପା ପ୍ରାର୍ଥୀ ଆଲୋକ ଶର୍ମାଙ୍କ ସମର୍ଥନରେ ସ୍ଲୋଗାନ ଦେଇଥିଲେ। ସମାଜର ଲୋକମାନେ ଏକତ୍ରିତ ହୋଇ ‘ଅବକି ପାର ୪୦୦ ପାର’ ସ୍ଲୋଗାନ ଦେଇଥିଲେ। ଏଥିସହିତ ମସଜିଦର ଆମିଲ ଜୋହର ଅଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହୃଦୟରୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଆମେ ଦେଶର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବହୁତ ସମ୍ମାନ କରୁ, ଆମର ତାଙ୍କ ସହ ଘର ଭଳି ସମ୍ପର୍କ ଅଛି। ଆଲ୍ଲା ତାଙ୍କୁ ସଫଳତା ଦିଅନ୍ତୁ।
ଅମିଲ ଜୋହର ଅଲି ଆହୁରି ମଧ୍ୟ କହିଛନ୍ତି, ଆମେ ଦେଶର ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ଦେଉଛୁ। ପ୍ରଧାନମନ୍ତ୍ରୀ ମୋଦି ଏବଂ ଆମର ଭଲ ସମ୍ପର୍କ ଅଛି। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସୟଦାନା ସାହେବଙ୍କ ସହ ଭଲ ସମ୍ପର୍କ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ଗୋଲକିପରଙ୍କ ଦମ୍‌ଦାର ପ୍ରଦର୍ଶନ, ଇରାନର ନକ୍‌ଆଉଟ୍‌ ଆଶା ଉଜ୍ଜୀବିତ

ଇଙ୍ଗଲଉଡ୍‌,୨୨ା୬: ଚଳିତ ଫିଫା ବିଶ୍ୱକପ୍‌ରେ ସୋମବାର ଶକ୍ତିଶାଳୀ ବେଲଜିୟମ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌କୁ ୦-୦ ଗୋଲରେ ଇରାନ ଡ୍ର’ ରଖିଛି। ଏଥିସହିତ ଦଳ ନକ୍‌ଆଉଟ୍‌ ରାଉଣ୍ଡ ଅଭିମୁଖେ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri