ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍‌ କରାଯାଇଛି। ଆଗାମୀ ଆଦେଶ ଆସିବା ଯାଏ ଏହି ନିୟମ ଲାଗୁ ରହିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୪ ନଂ. ମାଛ ମାର୍କେଟରୁ ମାଛ କିଣିଥିବା ଲୋକଙ୍କୁ ନିଜେ ଘରୋଇ ସଙ୍ଗରୋଧରେ ରହିବାକୁ ବିଏମ୍‌ସି ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁମତି ଦେଲେ ଓଡ଼ିଶା ସରକାର: ଶିକ୍ଷକଙ୍କ ବଦଳି ପାଇଁ ସୁପାରିଶ କରିବେ ବିଧାୟକ, ଏମପି

ଭୁବନେଶ୍ୱର,୧୩।୫: ରାଜ୍ୟରେ ବିଧାୟକ ଏବଂ ଏମପି ମାନଙ୍କ କ୍ଷମତା ବୃଦ୍ଧି କରିବା ପାଇଁ ଏକ ପଦକ୍ଷେପରେ, ଓଡ଼ିଶା ସରକାର ରାଜ୍ୟର ପ୍ରତ୍ୟେକ ବିଧାନସଭା ସଦସ୍ୟ (ବିଧାୟକ)...

CBSE Result: କେନ୍ଦ୍ରୀୟ ବିଦ୍ୟାଳୟର ଆଦର୍ଶ, ସେଣ୍ଟଆନ୍ସର ଭାବନା ଟପ୍ପର

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)-ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ...

୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ...

ବଙ୍ଗୋପସାଗରରେ ଉଡ଼ିଲା ଡ୍ରୋନ୍‌, ଜଳପଥ ଦେଇ ଆସୁଥିବା ସନ୍ଦିଗ୍ଧଙ୍କ ଉପରେ ନଜର; Video

ଭୋଗରାଇ, ୧ ୩ l୫ ( ପ୍ରଦୀପ ଦାସ ): ଓଡିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ ବୁଧୁବାର ସକାଳ ୧୦...

ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ...

ମଦ ଦୋକାନ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ: ଉତ୍ତେଜିତ ଲୋକ କଲେ ରାସ୍ତା…

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡି ଗ୍ରାମରେ ବେଆଇନ ମଦ ବିକ୍ରିକୁ ବିରୋଧ କରିବା ସହ ଗ୍ରାମରେ ମଦ ଦୋକାନ ବନ୍ଦ...

ସ୍କୁଲ ପାଚେରି ଭାଙ୍ଗିଲେ ହାତୀପଲ

ରାଇକିଆ,୧୩ା୫ (ପ୍ରଦୀପ ବେହେରା): ରାଇକିଆ ବ୍ଲକ୍‌ ରଣବା ପଞ୍ଚାୟତରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସୋମବାର ମଧ୍ୟ ରାତିରେ ହାତୀପଲ ଢିମିରିପଲି ଗ୍ରାମରେ ଥିବା ଏକ...

CBSE ପରୀକ୍ଷାରେ ରାମକୃଷ୍ଣ ବିଦ୍ୟାମନ୍ଦିରର ପାଇଁ ସଫଳତା: ବିଶାଳଲକ୍ଷ୍ମୀ ଟପ୍ପର

କୋରାପୁଟ,୧୩।୫(ଅମିତାଭ ବେହେରା): ସିବିଏସ୍‌ଇ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। କୋରାପୁଟସ୍ଥିତ ରାମକୃଷ୍ଣ ବିଦ୍ୟାମନ୍ଦିରର ଶତ ପ୍ରତିଶତ ଛାତ୍ରୀଛାତ୍ର ସଫଳତା ହାସଲ କରି ବିଦ୍ୟାଳୟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri