Posted inଖେଳ

ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା, ସୋନପୁର ବିଜୟୀ

ଭୁବନେଶ୍ୱର, ୧୬।୪ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ସୋମବାର ଅନୁଷ୍ଠିତ ୧୯ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଲିଗ୍‌ (ଗ୍ରୁପ୍‌-ଏ)ରେ ଭୁବନେଶ୍ୱର ‘ଏ’, ଝାରସୁଗୁଡ଼ା ଓ ସୋନପୁର ଦଳ ବିଜୟୀ ହୋଇଛି। ରେଭେନ୍‌ଶା ଗ୍ରାଉଣ୍ଡ-୨ରେ ଭୁବନେଶ୍ୱର ‘ଏ’ ୭ ଉଇକେଟରେ ଅନୁଗୋଳକୁ, ଅଡଶପୁର ପଡ଼ିଆରେ ଝାରସୁଗୁଡ଼ା ୧୬୩ ରନରେ କୋରାପୁଟକୁ ଏବଂ ସନ୍‌ସାଇନ୍‌ ଗ୍ରାଉଣ୍ଡରେ ସୋନପୁର ୭୦ ରନରେ ଜଗତ୍‌ସିଂହପୁରକୁ ପରାସ୍ତ କରିଛି। ଝାରସୁଗୁଡ଼ାର ନୀରବ ଅଗ୍ରଓ୍ବାଲ ୯୧ରନ କରିଥିବାବେଳେ ବିଶାଲ ପ୍ରସାଦ ୫ ଉଇକେଟ ନେଇ ଚର୍ଚ୍ଚାରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ପଟ୍ଟାଜମିରେ ଚାଲିଥିଲା ମାଇନିଂ ଗାଡ଼ି, ପ୍ରଶାସନର ପ୍ରତିଶ୍ରୁତି ପରେ ବି ମିଳିଲାନି ନ୍ୟାୟ, ଶେଷରେ…

ବଣାଇଁ,୧୩ା୬(ପ୍ରଦୀପ ତ୍ରିପାଠୀ): ଖଣି ସମୃଦ୍ଧ ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଆସିଛି ପ୍ରଶାସନିକ ଅବହେଳା ଓ ଜନ ଅସନ୍ତୋଷର ଏକ ସାଂଘାତିକ ଚିତ୍ର। ନିଜ ପଟ୍ଟା ଜମି…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri