ଜେଇଇ ମେନ୍‌ରେ ଭୁବନେଶ୍ୱର ଆକାଶ ବାଇଜୁସ୍‌ର ବାଜିମାତ୍‌

ଭୁବନେଶ୍ୱର, ୯।୨: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ନିକଟରେ ଚଳିତ ବର୍ଷର ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ(ଜେଇଇ) ମେନ୍‌ର ପ୍ରଥମ ସେସନ ଫଳାଫଳ ଘୋଷଣା କରାଯାଇଛି। ଏଥିରେ ଆକାଶ-ବାଇଜୁସ୍‌ର ଭୁବନେଶ୍ୱର ସେଣ୍ଟରର ୧୭ ଜଣ ଛାତ୍ରୀଛାତ୍ର ୯୯ ପର୍ସେଣ୍ଟାଇଲରୁ ଊର୍ଦ୍ଧ୍ୱ ନମ୍ବର ରଖିଛନ୍ତି। ବିଶେଷକରି ୨୦୨୩ ଶିକ୍ଷାବର୍ଷର ଇଞ୍ଜିନିୟରିଂ ଶିକ୍ଷା ନିମନ୍ତେ ନିର୍ଦ୍ଧାରିତ ୨ଟି ଜେଇଇ ପରୀକ୍ଷା ମଧ୍ୟରୁ ଏହା ପ୍ରଥମ ପରୀକ୍ଷା ଥିଲା। ଏପରିକି ଆକାଶ-ବାଇଜୁସ୍‌ର ଭୁବନେଶ୍ୱର ସେଣ୍ଟରରୁ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଛାତ୍ରୀଛାତ୍ରୀଙ୍କ ମଧ୍ୟରେ ପ୍ରିୟଙ୍କା ସର, ଅଲିଭ ସାହୁ, ସଙ୍କେତ ଦାସ, ପ୍ରିୟାଂଶୁ ସାମନ୍ତରାୟ, ପ୍ରତ୍ୟୁଷ କୁମାର ସ୍ବାଇଁ, ଦେବାଶିଷ ପଟ୍ଟନାୟକ, ସ୍ନେହିଲ ସଂଯୋଗ, ସଙ୍କେତ ରାଉତ, ସମସ୍ଥିତା ଘୋଷ, ରୌନକ ମିଶ୍ର, ବରୁଣ ମିଶ୍ର, ପ୍ରାଜ୍ଜ୍ୱଲ ଆଚାର୍ଯ୍ୟ, ସୁପ୍ରଜିତ ସୁମନ, ଶାଶ୍ୱତ ପାଢ଼ୀ, ରିଶିତ ଦତ୍ତ, ଅର୍ମାନ ପ୍ରତୀକ ପଶାୟତ ଏବଂ ତୋୟାଜ କବି ପ୍ରମୁଖ ସମ୍ମାନଜନକ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷାରେ ୯୯ ପର୍ସେଣ୍ଟାଇଲରୁ ଅଧିକ ନମ୍ବର ରଖିଛନ୍ତି। ଏ ସମ୍ପର୍କରେ ଆକାଶ-ବାଇଜୁସ୍‌ର ରିଜିଓନାଲ ଡାଇରେକ୍ଟର ଅଜୟ ବାହାଦୁର ସିଂ କହିଛନ୍ତି, ଆମେ ଆମର କୃତୀ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ଦୃଷ୍ଟାନ୍ତଯୋଗ୍ୟ ସଫଳତା ନିମନ୍ତେ ଅଭିନନ୍ଦନ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କିଙ୍ଗ ସିଷ୍ଟମକୁ ନେଇ ଶକ୍ତିକାନ୍ତଙ୍କ ପରାମର୍ଶ; ଭୟଭୀତ ହେବାର ଆବଶ୍ୟକତା ନାହିଁ

ମୁମ୍ବାଇ,୫-୧୦: ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ନେଇ ଲୋକଙ୍କ ମନରେ ବିଭିନ୍ନ ଆଶଙ୍କା ଉପୁଜୁଥିବା ବେଳେ ଏହାକୁ ନେଇ ରିଜର୍ଭ ବ୍ୟାଙ୍କଗଭର୍ନର ନିଜର ପ୍ରତିକ୍ରିୟା ରଖିଛନ୍ତି। ବ୍ୟାଙ୍କିଙ୍ଗ...

ପେଟ୍ରୋଲ,ଡିଜେଲ ମାର୍କେଟିଂ ନିୟମ ସରଳ ହେଲା

ନୂଆଦିଲ୍ଲୀ,୬।୮: ପେଟ୍ରୋଲ ଏବଂ ଡିଜେଲ ମାର୍କେଟିଂ କ୍ଷେତ୍ରରେ ଅଧିକ ଘରୋଇ କ୍ଷେତ୍ରର ଅଂଶଗ୍ରହଣ ଲାଗି ସରକାର ନିୟମକୁ ସରଳ କରିଥିବା ଜଣାପଡିଛି। ବର୍ତ୍ତମାନ ପେଟ୍ରୋଲ ଏବଂ...

ଏଫ୍‌ଏମ୍‌ଏଫ୍‌ର ଆର୍ଥତ୍କ ସାକ୍ଷରତା ଅଭିଯାନ

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ଏନ୍‌ବିଏଫ୍‌ସି-ଏମ୍‌ଏଫ୍‌ଆଇ ଫ୍ୟୁଜନ ମାଇକ୍ରୋ ଫାଇନାନ୍ସ (ଏଫ୍‌ଏମ୍‌ଏଫ୍‌) ପକ୍ଷରୁ ଏକ ସ୍ବତନ୍ତ୍ର ଆର୍ଥତ୍କ ସାକ୍ଷରତା ଅଭିଯାନ ଆରମ୍ଭ କରାଯାଇଛି। ବିଶେଷକରି ଦେଶର ଅବହେଳିତ...

ବିତ୍ତୀୟ ନିଅଣ୍ଟ ହାସଲ ଏବେ ବଡ଼ ଚ୍ୟାଲେଞ୍ଜ

ମୁମ୍ବାଇ,୨୮।୪: ଚଳିତ ଆର୍ଥତ୍କ ବର୍ଷରେ ଧାର୍ଯ୍ୟ ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବା ବଡ଼ ଚ୍ୟାଲେଞ୍ଜ ହେବ। ମନେଟାଇଜେଶନ ନେଇ କେନ୍ଦ୍ରୀୟ ବ୍ୟାଙ୍କ ବର୍ତ୍ତମାନ କୌଣସି...

ଶ୍ରାବଣୀଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୦।୧୦ (କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁସ୍ଥିତ ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ଅନୁଷ୍ଠିତ ୬୧ତମ ଜାତୀୟ ଓପନ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ ଓଡ଼ିଶାର ଶ୍ରାବଣୀ ନନ୍ଦ...

ଜୁଲାଇ ପ୍ରଥମ ସପ୍ତାହରେ ଆସିପାରେ ବଜେଟ

ନୂଆଦିଲ୍ଲୀ,୩୧-୫: ମୋଦି ସରକାର ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳରେ ଚଳିତ ଆର୍ଥିକ ବର୍ଷ ପାଇଁ ଜୁଲାଇ ପ୍ରଥମ ସପ୍ତାହରେ ପୂର୍ଣ୍ଣାଙ୍ଗ ବଜେଟ ଆଣିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ...

ଡିଜିଟାଲ୍‌ ମୁଦ୍ରା ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ସରକାର

ନୂଆଦିଲ୍ଲୀ,୩୧।୧: ଚଳିତ ବର୍ଷର ପ୍ରଥମ ବଜେଟ ଅଧିବେଶନରେ ଅନେକ ପ୍ରକାରର ନିୟମ ଓ କଟକଣା ଆଣିପାରନ୍ତି ସରକାର। ସେହିଭଳି ବିଭିନ୍ନ ଉପାୟରେ ପ୍ରସ୍ତୁତ ଏହି ଇ-ବଜେଟ...

କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ...

Advertisement
Archives

Model This Week