ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’ ସେବା ସମୀକ୍ଷା ବୈଠକରେ ଏହି ଯୋଜନା ଉପରେ ମୋହର ବାଜିଛି। ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ମନୋନୀତ କରାଯାଇଛି। ଆସନ୍ତା ଜାନୁଆରୀ ୩୧ ତାରିଖରେ ଏହି ମହିଳା ଚାଳକମାନେ ଉନ୍ନତମାନର ତାଲିମ ପାଇଁ ପୁନେ ଗସ୍ତ କରିବେ। ସେଠାରେ ସେମାନଙ୍କୁ ବିଶେଷ କରି ଇ-ବସ୍ ଚାଳନା ଏବଂ ଯାନ୍ତ୍ରିକ କୌଶଳ ବାବଦରେ ପ୍ରଶିକ୍ଷଣ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri