Posted inରାଜ୍ୟ

ରୋଗୀଙ୍କୁ ସାହାଯ୍ୟ କରିବା ପାଇଁ ଭୁବନେଶ୍ୱର ଏମ୍ସ ଆରମ୍ଭ କଲା ଡ୍ରୋନ୍‌‌ ସେବା

ଭୁବନେଶ୍ୱର,୨୫ା୧: ଭୁବନେଶ୍ୱରସ୍ଥିତ ଏମ୍ସ୍‌‌ ହସ୍‌‌ପିଟାଲରେ ଆଜିଠାରୁ ଡ୍ରୋନ୍‌‌ ସ୍ୱାସ୍ଥ୍ୟ ସେବା ଆରମ୍ଭ ହୋଇଛି। ଜରୁରୀସ୍ଥିତିରେ ଲୋକଙ୍କ ପାଖରେ ଔଷଧ, ଟେଷ୍ଟିଂ କିଟ୍‌‌ ଓ ଅନ୍ୟାନ୍ୟା ସ୍ୱାସ୍ଥ୍ୟ ଉପକରଣ ଡ୍ରୋନ୍‌‌ ପହଞ୍ଚାଇବ। ଏଥିପାଇଁ ଗତ ମଙ୍ଗଳବାର ଦିନ ସଫଳତାର ସହ ଟ୍ରାଏଲ୍‌‌ ରନ୍‌‌ ସରିଥିବାବେଳେ ଆଜିଠୁ ଆନୁଷ୍ଠାନିକ ଭାବେ ଏହି ସେବା ଆରମ୍ଭ ହୋଇଛି। ଥରକେ ଦୁଇ ରୁ ୫ କିଲୋଗ୍ରାମ୍‌‌ ସାମଗ୍ରୀ ପରିବହନ କରି ୧୦୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରିବ।

ସାଟେଲାଇଟ୍‌‌ ଜିପିଏସ୍‌‌ ଦ୍ୱାରା ପରିଚାଳିତ ଏହି ଡ୍ରୋନ୍‌‌କୁ ଲାଇଭ୍‌‌ ଟ୍ରାକ୍‌‌ କରାଯାଇପାରିବ। ସୂଚନାଯୋଗ୍ୟ, ମଙ୍ଗଳବାର ଦିନ ଟ୍ରାଏଲ୍‌‌ ରନ୍‌‌ ବେଳେ ଏମ୍ସଠାରୁ ପ୍ରାୟ ୮୦ କିଲୋମିଟର ଦୂର ଟାଙ୍ଗି ଆଉଟ୍‌‌ରିଚ୍‌‌ ସେଣ୍ଟରକୁ ମାତ୍ର ୩୭ ମିନିଟ୍‌‌ରେ ରକ୍ତ ନମୁନା ଡ୍ରୋନ୍‌‌ ପହଞ୍ଚାଇଥିଲା।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri