ନୂଆ ରେକର୍ଡ ସୃଷ୍ଟି କଲା ଭୁବନେଶ୍ୱର ବିମାନବନ୍ଦର, ୨୦୨୫ରେ ଏତିକି ସଂଖ୍ୟକ ଯାତ୍ରୀ କରିଛନ୍ତି ଯାତ୍ରା

ଭୁବନେଶ୍ୱର,୧୪ା୧: ନୂଆ ରେକର୍ଡ ସୃଷ୍ଟି କରିଛି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର। ୨୦୨୫ରେ ସର୍ବକାଳୀନ ରେକର୍ଡ କରିଛି। ଏହି ବିମାନବନ୍ଦରରୁ ୫.୧୫ ମିଲିୟନ ଯାତ୍ରୀ ଯାତାୟାତ କରିଛନ୍ତି। କୌଣସି ବର୍ଷ ଏତେ ଯାତ୍ରୀ ଯାତ୍ରା କରି ନ ଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ତେବେ ଯାତ୍ରୀଙ୍କ ଏହି ଯାତାୟାତରେ ଦେଶରେ ୧୩ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛି। ୭ କୋଟି ଯାତ୍ରୀଙ୍କ ଯାତାୟାତ ସହ ଶୀର୍ଷରେ ଦିଲ୍ଲୀ ବିମାନବନ୍ଦର ରହିଛି। ଏବେ ଭୁବନେଶ୍ୱର ବିମାନବନ୍ଦରରୁ ମୋଟ୍‌ ୨୮ଟି ସ୍ଥାନକୁ ବିମାନ ଉଡ଼ାଣ କରୁଛି।

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ହେଉଛି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ସେବା ଯୋଗାଇ ଦେଉଥିବା ଏକ ବିମାନବନ୍ଦର। ଏହା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ। ଭାରତର ପ୍ରମୁଖ ବିମାନବନ୍ଦର ମଧ୍ୟରେ ଗଣନା କରାଯାଉଥିବା, ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ହେଉଛି ଭାରତର ୧୩ତମ ବ୍ୟସ୍ତବହୁଳ ବିମାନବନ୍ଦର।

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଭାରତୀୟ ବିମାନବନ୍ଦର ପ୍ରାଧିକରଣ ଦ୍ୱାରା ପରିଚାଳିତ। AAI ହେଉଛି ଭାରତର ଅନେକ ବିମାନବନ୍ଦରର ପରିଚାଳନା ପରିଚାଳନା କରୁଥିବା ପରିଚାଳନା ସଂସ୍ଥା। ଭୁବନେଶ୍ୱର ବିମାନବନ୍ଦର ସୁଗମ ବିମାନ ପରିଚାଳନା ପାଇଁ ଆବଶ୍ୟକ ସର୍ବଶେଷ ପ୍ରଯୁକ୍ତିବିଦ୍ୟାରେ ପରିପୂର୍ଣ୍ଣ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri