ଆଜିଠାରୁ ଭୁବନେଶ୍ୱର ବିମାନବନ୍ଦର ଯାତ୍ରୀଙ୍କର ଆର୍‌ଟି-ପିସିଆର ଟେଷ୍ଟ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ମଧ୍ୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧିପାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଭୁବନେଶ୍ୱର ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ ଜାରି କରିଛି।
ବିମାନରେ ଭୁବନେଶ୍ୱର ଆସୁଥିବା ସମସ୍ତ ଯାତ୍ରୀଙ୍କର ଆର୍‌ଟି-ପିସିଆର ଟେଷ୍ଟ କରାଯିବ। ଏହି ନିର୍ଦ୍ଦେଶ ଶୁକ୍ରବାରଠାରୁ ଲାଗୁ କରାଯିବ। ବିଏମ୍‌ସି ପକ୍ଷରୁ ବିମାନବନ୍ଦରରେ ଯାତ୍ରୀଙ୍କ ଟେଷ୍ଟ ପାଇଁ ସମସ୍ତ ବ୍ୟବସ୍ଥା କରାଯିବ।
ଏହି ନିର୍ଦ୍ଦେଶ ଅନୁଯାୟୀ,ବିମାନ ଯାତ୍ରୀଙ୍କ ପାଇଁ ଆର୍‌ଟି-ପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଯାତ୍ରୀମାନେ ଡବଲ୍‌ ଡୋଜ୍‌ ଟିକା ନେଇଥିଲେ ବା ନେଗେଟିଭ୍‌ ରିପୋର୍ଟ ଥିଲେ ମଧ୍ୟ ସେମାନଙ୍କର ପୁଣି ଥରେ ଆର୍‌ଟି-ପିସିଆର ଟେଷ୍ଟ କରାଯିବ। ରିପୋର୍ଟ ଆସିବା ପର୍ଯ୍ୟନ୍ତ ଯାତ୍ରୀମାନେ ହୋମ୍‌ ଆଇସୋଲେଶନରେ ରହିବେ। ଯଦି ରିପୋର୍ଟ ପଜିଟିଭ ଆସେ, ତା’ହେଲେ ପ୍ରୋଟୋକଲ ଅନୁଯାୟୀ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରୁ ୮୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ଖସୁନି

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୮୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ପ୍ରଧାନମନ୍ତ୍ରୀଙ୍କୁ ନିରଞ୍ଜନଙ୍କ ଚିଠି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳନ କରିବା ପାଇଁ କେନ୍ଦ୍ର ସରକାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ...

ଶ୍ରୀମନ୍ଦିର ଚାରିପଟୁ ଘର ଉଚ୍ଛେଦ ପ୍ରସଙ୍ଗ: ଅଧିକ ୭ଦିନ ସମୟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶ୍ରୀମନ୍ଦିର ଚାରି ପାଖରୁ ୭୫ମିଟର ବଳୟ ମଧ୍ୟରେ ଯେତେସବୁ ଘର ଅଛି ତାକୁ ଭାଙ୍ଗିବା ଲାଗି ସରକାର ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ଜିଲା...

ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି

ଭୁବନେଶ୍ୱର,୨୦ା୨(ବ୍ୟୁରୋ):  ରାଜ୍ୟର ପ୍ରତି ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ବିଧାୟକମାନଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ ସେ...

ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

‘ବସୁଧା’ରେ ସରକାରୀ ଅର୍ଥ ଆତ୍ମସାତ

ଯାଜପୁର ଅଫିସ,୨୦ା୬: ଗ୍ରାମାଞ୍ଚଳ ଲୋକଙ୍କ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ‘ବସୁଧା’ ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ଠିକାଦାରୀ ରାଜନୀତି...

ଥାନା ଅଧିକାରୀଙ୍କ ପରିଚୟ ଦେଇ ଠକିନେଲେ ୨୦ ହଜାର

କଣ୍ଟାବାଞ୍ଜି,୬।୧୧(ଡି.ଏନ.ଏ.): ନିଜକୁ ପୋଲିସ ପରିଚୟ ଦେଇ ପୁଅବୋହୂଙ୍କ କଳିର ଥାନାରେ ଆପୋଷ ସମାଧାନ କରିଦେବେ କହି ଜଣେ ବ୍ୟକ୍ତିଙ୍କଠାରୁ ୨୦ ହଜାର ଟଙ୍କା ଠକିିନେବା ଘଟଣା...

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।...

Advertisement
Archives

Model This Week