ଦାୟିତ୍ୱ ନେଲେ ଟୁଇନ୍‌ ସିଟିର ୨ ନବନିଯୁକ୍ତ ଡିସିପି

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ଟୁଇନ୍‌ ସିଟିର ଦୁଇ ନବନିଯୁକ୍ତ ଡିସିପି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ଡିସିପି ଭାବେ ଉମାଶଙ୍କର ଦାଶ ଦାୟିତ୍ୱ ନେଇଛନ୍ତ। ସେ ବିଦାୟୀ ଡିସିପି ଅନୁପ ସାହୁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି କଟକ ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂହ। ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂହଙ୍କଠାରୁ ଦାୟିତ୍ୱ ନେଇଛନ୍ତି। ଏହାସହ ଦୁଇ ବିଦାୟୀ ଡିସିପିଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଭୁବନେଶ୍ୱରସ୍ଥିତ ପୋଲିସ ସେବା ଭବନରେ ଏଥିପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଏହାକୁ ପରିଚାଳନା କରିଥିଲେ ଟୁଇନ୍‌ ସିଟି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ।


Enter your email to get our daily news in your inbox.

All Right Reserved By Dharitri.Com

ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷ ସମ୍ମିଳନୀ : ବିନା କାରଣରେ ଅଧ୍ୟାପକଙ୍କୁ କଲେଜ ଛାଡ଼ିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ) : ଏଣିକି ପାଠପଢା ସମୟରେ ଅଧ୍ୟାପକମାନେ ବିନା କାରଣରେ କଲେଜ ଛାଡ଼ି ଯାଇପାରିବେ ନାହିଁ। ଅଧିକାଂଶ ସମୟରେ ଅଧ୍ୟାପକମାନେ କାମ ବାହାନାରେ ଶିକ୍ଷାଦାନ ଛାଡ଼ି...

ରେଡ୍‌ ଜୋନ୍‌ରେ ୨୫ ଜିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି...

ନକଲି ଟିପିରେ ବଢୁଛି ବାଲି ଲୁଟ୍‌

ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର...

‘ବିଏସ୍‌କେୱାଇ’କୁ ସ୍କଚ୍‌ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର, ୩୦ା୧୧ (ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ)କୁ ସ୍କଚ୍‌ ସ୍ବାସ୍ଥ୍ୟ ଭାରତ ସ୍ବର୍ଣ୍ଣ ପୁରସ୍କାର ମିଳିଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଆୟୋଜିତ...

ଜୁଆଡ଼ିଙ୍କୁ ଧରାଇଲା ସୋସିଆଲ ମିଡିଆ

ଭୁବନେଶ୍ୱର,୫ା୮(ବ୍ୟୁରୋ) : ସୋସିଆଲ ମିଡିଆ ଧରାଇଛି ଅଭିଯୁକ୍ତ। ଜଣେ ବ୍ୟକ୍ତି ନିଜର ଟୁଇଟ୍‌ରରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଭୁବନେଶ୍ୱର ରେଳ ଷ୍ଟେଶନଠାରେ...

ଶ୍ରୀଜଗନ୍ନାଥ, ସାହିଯାତକୁ ନେଇ ରାପ୍‌ ଭିଡିଓ ‘ପୁରୀ ଟୋକା’

ପୁରୀ ଅଫିସ, ୨୯ା୧: ଆଧୁନିକ ରାପ୍‌ ସଙ୍ଗୀତରେ ଶ୍ରୀଜଗନ୍ନାଥ ସଂସ୍କୃତିର ଛାପ ଦେଖିବାକୁ ମିଳିଛି। ଏଭଳି ଆକର୍ଷଣୀୟ ରାପ୍‌ ସଙ୍ଗୀତ ଗାଇ ଚର୍ଚ୍ଚାକୁ ଆସିଛନ୍ତି ରାପର...

‘ଉତ୍ତମ ଜନସ୍ବାସ୍ଥ୍ୟ ସେବା ଲାଗି ବହୁମୁଖୀ ଉଦ୍ୟମ ଲୋଡ଼ା’

ଭୁବନେଶ୍ୱର,୨୪ା୨:ଉତ୍ତମ ଜନସ୍ବାସ୍ଥ୍ୟ ସେବା ପାଇଁ ବହୁମୁଖୀ ଏବଂ ବହୁବିଧ ଉଦ୍ୟମର ଆବଶ୍ୟକତା ରହିଛି। ଏଆଇପିଏଚ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅନୁଷ୍ଠିତ ଜାତୀୟ କର୍ମଶାଳାରେ ବିଶେଷଜ୍ଞମାନେ ଉତ୍ତମ ଜନସ୍ବାସ୍ଥ୍ୟ...

ପଶ୍ଚିମବଙ୍ଗରୁ ଆସିଲେ କ୍ୱାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୨୨।୪: ପଶ୍ଚିମବଙ୍ଗରରେ କରୋନା ଉଗ୍ରରୂପ ନେଇ ସାରିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ କରୋନା କଟକଣାକୁ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର...

Advertisement
Archives

Model This Week