ଭୁବନେଶ୍ୱର-ଦାରିଙ୍ଗବାଡ଼ି ବସ୍‌ ଦୁର୍ଘଟଣାଗ୍ରସ୍ତ

ଭଞ୍ଜନଗର,୨୯ା୯(ଡି.ଏନ୍‌.ଏ.): ଭୁବନେଶ୍ୱର ଭଞ୍ଜନଗର ଦେଇ ଦାରିଙ୍ଗିବାଡ଼ି ଅଭିମୁଖେ ଯାଉଥିବା ସାରଳା ବସ୍‌ ବୁଧବାର ବିଳମ୍ବିତ ରାତିରେ ନିକଟସ୍ଥ ଜାମପଲ୍ଲୀ ଛକରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ରେ ଥିବା ପ୍ରାୟ ୧୫ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ସେଥିମଧ୍ୟରେ ଥିବା ୩ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।  ଯେଉଁଠି ଦୁର୍ଘଟଣା ହେଲା ସେଠି ୧୧ କେଭି ଏବଂ ୩୩ କେଭି ଲାଇନ୍‌ ଯାଇଥିଲା। ୧୧ କେଭି ଲାଇନ ତଳେ ଯାଇଥିବା ବେଳେ ତାହା କେବୁଲ ହୋଇଥିବାରୁ ଯାତ୍ରୀମାନେ ରକ୍ଷା ପାଇଯାଇଥିଲେ। ବିଦ୍ୟୁତ ଖୁଣ୍ଟ ଭାଙ୍ଗିଥିଲେ ମଧ୍ୟ ଅସୁବିଧା ହୋଇଥାନ୍ତା।

ବସ୍‌ଟି ଭୁବନେଶ୍ୱରରୁ ଦାରିଙ୍ଗିବାଡ଼ି ଯାଉଥିଲା। ଭଞ୍ଜନଗର ବସ୍‌ଷ୍ଟାଣ୍ଡଠାରୁ ମାତ୍ର ୧ କିମି ଦୂରରେ ଥିବା ଜାମପଲ୍ଲୀ ଛକରେ ଚାଳକଙ୍କ ଆଖି ପଡ଼ିଯିବା ଯୋଗୁ ଏକ ପାଚେରିକୁ ଧକ୍କା ଦେଇଥିଲା। ଏହାପରେ ଭୟରେ ବସ୍‌ କର୍ମଚାରୀମାନେ ଘଟଣାସ୍ଥଳରୁ ଫେରାର୍‌ ହୋଇଯାଇଥିଲେ। ୧୦ ମିନିଟ୍‌ ପରେ ଯାତ୍ରୀମାନେ ଗାଡିରୁ ସୁରକ୍ଷିତ ଭାବେ ଓହ୍ଲାଇଥିଲେ। ଏହା ପରେ ଅଟୋରେ ବସ୍‌ଷ୍ଟାଣ୍ଡ ଯାଇ ସେଠାରୁ ଅନ୍ୟ ବସ୍‌ରେ ନିଜ ଗ୍ରାମ ଅଭିମୁଖେ ଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri