ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି।
ଶିବାଜୀ ପଟ୍ଟନାୟକ ତିନିଥର ଭୁବନେଶ୍ୱର ଆସନରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। କମ୍ୟୁନିଷ୍ଟ ପାର୍ଟି ଟିକେଟରୁ ଲଢିଥିଲେ ସମସ୍ତ ନିର୍ବାଚନ । ସେ ୧୯୭୭, ୧୯୮୯ ଓ ୧୯୯୧ରେ ଭୁବନେଶ୍ୱର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏହି ଯୋଜନାରେ ସରକାର ଗତ ଅକ୍ଟୋବର ୧୦ରେ ପ୍ରଥମ...

ଟାଟା କମ୍ପାନୀ ବସ୍‌ ୩ଘଣ୍ଟା ଅଟକ

ବାଲିଆପାଳ, ୨୨।୨(ସ୍ବ.ପ୍ର) ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦରକୁ ରେଳଲାଇନ୍‌ ସଂଯୋଗୀକରଣରେ ଜମି ହରାଇଥିବା ପରିବାରର ୩୩ ଯୁବତୀଯୁବକମାନଙ୍କୁ ଟାଟା କମ୍ପାନୀ ପ୍ରଶିକ୍ଷଣ ପାଇଁ ଏକ ବସ୍‌...

ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍‌ ଅଫ୍‌ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ...

ଇସ୍ପାତ ଶିଳ୍ପର ଚିନ୍ତନ ଶିବିର କର୍ମଶାଳାରେ କେନ୍ଦ୍ରମନ୍ତ୍ରୀ: ପୂର୍ବ ଭାରତ ହେବ ଇସ୍ପାତ୍‌ ହବ୍‌: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।।୯(ବ୍ୟୁରୋ): ଭାରତର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ଆଗାମୀ ଦିନରେ ଦ୍ରୁତଗତିରେ ଅଭିବୃଦ୍ଧି ହେବାକୁ ଯାଉଛି ା ଏହି ପୃଷ୍ଠଭୂମିରେ ଦେଶର ଇସ୍ପାତ ଶିଳ୍ପ ପାଇଁ...

ରୋଚକ ମୋଡ଼ ନେଉଛି ମାହାଙ୍ଗା ଡବଲ ମର୍ଡର ଘଟଣା, ଥାନାଧିକାରୀଙ୍କ ପାଇଁ ବଢୁଛି ଅଡୁଆ

ନିଶ୍ଚିନ୍ତକୋଇଲି,୮ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଏହି ଘଟଣାରେ ଜେଏମ୍‌ଏଫ୍‌ସି କୋର୍ଟ ମାହାଙ୍ଗା ପୋଲିସକୁ ଅପଟୁଡେଟ୍‌...

ତ୍ରୁଟି ସୁଧାରିଲେ ସରକାର

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ନାଁରେ ଅନେକ ତ୍ରୁଟି କରାଯାଉଛି। ତୃତୀୟ ଶ୍ରେଣୀର ଓଡ଼ିଆ ଭାଷା...

‘ନୀରବ ବିପ୍ଳବ ଆଣୁଛି ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ତୃଣମୂଳସ୍ତରରେ ଅଧିକ ରୋଜଗାର ସୃଷ୍ଟି କରିଥାଏ। ଏହାକୁ ଆରମ୍ଭ କରିବା ପାଇଁ ବୃହତ୍‌ ପୁଞ୍ଜିର ମଧ୍ୟ...

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି।...

Advertisement
Archives

Model This Week