ପେଟ୍ରୋଲ୍ ପମ୍ପ ନିକଟରୁ ମୋବାଇଲ୍ ଛଡ଼େଇ ନେଉଥିଲେ ବାପ-ପୁଅ, ମାଡ଼ିବସିଲେ ଲୋକେ

ଭୁବନେଶ୍ୱର,୨୦।୧୦: ରାଜଧାନୀ ଭୁବନେଶ୍ୱରରେ ସୋମବାର ଜଣେ ବାପା ଓ ତାଙ୍କ ପୁଅଙ୍କୁ ମୋବାଇଲ୍ ଛଡାଇ ନେଉଥିବା ବେଳେ ମାଡି ବସିଛନ୍ତି ଲୋକେ। ନୂଆଗାଁ ପେଟ୍ରୋଲ୍ ପମ୍ପ ନିକଟରେ ଏହି ଘଟଣା ଘଟିଛି। ଅଜିତ୍ କୁମାର ରାୟ ନାମକ ଜଣେ ବ୍ୟକ୍ତି ବଜାରରେ ଜିନିଷ କିଣୁଥିବା ବେଳେ ବାପ-ପୁଅ ଦୁହେଁ ତାଙ୍କ ପକେଟ୍ରୁ ମହଙ୍ଗା ମୋବାଇଲ୍ ଛଡ଼େଇ ନେବାକୁ ଚେଷ୍ଟା କରିଥିଲେ। ଜଣେ ମୋବାଇଲ୍ ନେଇ ଅନ୍ୟଜଣଙ୍କୁ ଦେଇଥିଲେ। କିନ୍ତୁ ସ୍ଥାନୀୟ ଲୋକେ ସେମାନଙ୍କୁ ଧରି ପକାଇଥିଲେ। ପରେ ପୋଲିସକୁ ଦୁହିଁଙ୍କୁ ହସ୍ତାନ୍ତର କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri