୩୬ ଡିଗ୍ରୀ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୭ା୪: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୬ ଡିଗ୍ରୀ ଟିପିଛି। ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୬.୨ ଡିଗ୍ରୀ ରହିଛି। ଫଳରେ ଲୋକେ ତାତିରେ ଆଉଟୁପାଉଟୁ ହେଉଛନ୍ତି।

ସେହିପରି ଗୋପାଳପୁରରେ ତାପମାତ୍ରା ୩୧.୪ ଡିଗ୍ରୀ, ପାରାଦୀପରେ ୩୨.୨ ଡିଗ୍ରୀ, କଟକରେ ୩୦.୪ ଡିଗ୍ରୀ, ବାଲେଶ୍ୱର ୩୨.୪ ଡିଗ୍ରୀ, ଝାରସଗୁଡ଼ାରେ ୩୪.୪ ଡିଗ୍ରୀ, ପୁରୀ ୩୨.୨ ଡିଗ୍ରୀ ଏବଂ ଚାନ୍ଦବାଲିରେ ତାପମାତ୍ରା ୩୪.୭ ଡିଗ୍ରୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହେବ, କିନ୍ତୁ ସେମାନେ ଭୋଟ ଦେଇପାରିବେ ନାହିଁ… ବଙ୍ଗଳାରେ ଭୋଟର ତାଲିକାରୁ ୬୫ ଜଣ ନିର୍ବାଚନ ଅଧିକାରୀଙ୍କ ନାମ ବାଦ ପଡ଼ିଲା

କୋଲକାତା,୨୪।୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(SIR)କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ୬୫ ଜଣ ଅଧିକାରୀଙ୍କ ନାମ ଭୋଟର…

Bihar Politics: ଫ୍ଲୋର ଟେଷ୍ଟରେ ପାସ୍‌ କଲେ ସମ୍ରାଟ ଚୌଧୁରୀ ସରକାର, ଭଏସ୍‌ ଭୋଟରେ ହୋଇଥିଲା ଭୋଟିଂ

ପାଟନା,୨୪।୪: ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ବିଧାନସଭାରେ ଭାଷଣ ଦେଇଥିଲେ। ତାଙ୍କ ଅଭିଭାଷଣ ସମୟରେ ସେ ନୀତୀଶ…

ପିଚୁ ରାସ୍ତା ଖୋଳି ପାଇପ୍‌ ଲାଇନ ବିଛାଉଛି କମ୍ପାନୀ, ବିନା ଅନୁମତିରେ…

ପାଟଣା,୨୪ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମେଗା ପାନୀୟ ଜଳ ଯୋଗାଣ ପାଇଁ ପାଇପ ଲାଇନ୍‌ ବିଛାଇବା କାର୍ଯ୍ୟକୁ ଠିକାରେ ନେଇଥିବା କମ୍ପାନୀ ମନଇଚ୍ଛା…

FIFA ବିଶ୍ୱକପ ପୂର୍ବରୁ ଇରାନକୁ ବଡ଼ ଧମକ ଦେଲା ଆମେରିକା, କହିଲା ଆମେ ସେମାନଙ୍କୁ…

ଓ୍ବାଶିଂଟନ,୨୪।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସତ୍ତ୍ୱେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଏହି ଗ୍ରୀଷ୍ମ ଋତୁରେ ହେବାକୁ ଥିବା ଫିଫା ବିଶ୍ୱକପରେ ଇରାନର…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ଗୁଣୁପୁର,୨୪ା୪(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣୁପୁର ଥାନା ଅନ୍ତର୍ଗତ ସିର୍ଜୁଳିଗଠଲପଦର ମୁଖ୍ୟ ରାସ୍ତାରେ ଗୋଟିଏ ଦିନରେ ପୃଥକ୍‌ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ଜୀବନ ଯାଇଥିବାବେଳେ…

ଆଧାର କାର୍ଡରେ ଭୁଲ ନାମ ଯୋଗୁଁ କଲେଜ ଯାଇପାରିଲେନି ଛାତ୍ରୀ, ବିଷ ପିଇ….

ଜୟପୁର,୨୪ା୪: ରାଜସ୍ଥାନର ବାଂସୱାଡ଼ା ଜିଲାରେ ଜଣେ କଲେଜ ଛାତ୍ରୀ ତାଙ୍କ ସରକାରୀ ଡକ୍ୟୁମେଣ୍ଟରେ ତ୍ରୁଟି ଯୋଗୁଁ ଦୁଃଖିତ ହୋଇ ବିଷ ପିଇ ଦେଇଥିବା ଖବର ସାମ୍ନାକୁ ଆସିଛି…

ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏହି ଦିନଠୁ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୪(ସୁନିତ ମିଶ୍ର): ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପ୍ରିଲ ୨୭ରୁ ସମସ୍ତ…

ଅସୁସ୍ଥ ଅଛନ୍ତି ମୋଜତାବା! ତେବେ କାହାର ଇସାରାରେ ନିଷ୍ପତ୍ତି ନେଉଛି ଇରାନ? ରିପୋର୍ଟରେ ହେଲା ବଡ଼ ଦାବି

ତେହରାନ,୨୪।୪: ଫେବୃଆରୀ ୨୮ରେ ଇରାନର ରାଜଧାନୀ ତେହରାନରେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା କରାଯାଇଥିବା ଏକ ଘାତକ ଆକ୍ରମଣରେ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri