‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ’ ପ୍ରତିଯୋଗିତାରେ ଭୁବନେଶ୍ୱର ଦ୍ୱିତୀୟ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ମିଳିଛି ଆଉ ଏକ ସଫଳତା। ସୁରଟଠାରେ ଅନୁଷ୍ଠିତ ‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ କଣ୍ଟେଷ୍ଟ’ (ଆଇଏସ୍‌ଏସି)ର ସାମାଜିକ ଦୃଷ୍ଟିକୋଣ ବର୍ଗରେ ସୋସିଆଲି ସ୍ମାର୍ଟ ଭୁବନେଶ୍ୱର ପ୍ରୋଜେକ୍ଟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଦେଶର ୧୦୦ଟି ସ୍ମାର୍ଟ ସିଟିକୁ ନେଇ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସେହିପରି ଗଭର୍ଣ୍ଣାନ୍ସ ବର୍ଗରେ ‘ଭୁବନେଶ୍ୱର ଡଟ୍‌ ମି’କୁ ତୃତୀୟ ସ୍ଥାନ ମିଳିଛି। ଏ ନେଇ ସୋମବାର ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?