ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଖରା ସହ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ସ୍ଥିତିରେ ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱର ସ୍ଥାନିତ ହୋଇଛି। ଶୁକ୍ରବାର ରାଜଧାନୀରେ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଆଜି ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ଗତକାଲିର ଏହି ରେକର୍ଡ ଆଜି ଭାଙ୍ଗିଛି ଭୁବନେଶ୍ୱର।

ସେହିପରି ସମ୍ବଲପୁରରେ ୪୦.୨ ଡିଗ୍ରୀ, ଚାନ୍ଦବାଲିରେ ୪୦ ଡିଗ୍ରୀ ଏବଂ ଝାରସୁଗୁଡ଼ା ୩୯.୫ ଡିଗ୍ରୀ  ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri