୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍‌

ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍‌ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ ପୂର୍ବ ଜୋନ୍‌ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ କରାଯାଇଥିବାବେଳେ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସ ଅଞ୍ଚଳରେ ବାଉଁଶ ଦ୍ୱାରା ବାରିକେଡ୍‌ ବନ୍ଧାଯାଇ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା ହୋଇଛି। ପୂରୁଣା ଭୁବନେଶ୍ୱର ସ୍ଥିତ ଲୁଇସରୋଡରେ ଥିବା ଏହି ଅଞ୍ଚଳକୁ ଏବେ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯିବ। ତେବେ ମୁଖ୍ୟତଃ ସିଭିଲ କୋର୍ଟରୁ ପାଖାପାଖି ୨୩ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନାଲ ଟିମ୍‌ ଏହି ପଦକ୍ଷେପ ଗ୍ରହଣ କରିଥିବା ଜୋନାଲ ଡେପୁଟି କମିଶନର ଅଂଶୁମାନ ରଥ କହିଛନ୍ତି। କଣ୍ଟେନମେଣ୍ଟ ଜୋନରୁ ଉପଜିଲାପାଳ କାର୍ଯ୍ୟାଳୟ, ତହସିଲ ଓ ସବରେଜିଷ୍ଟ୍ରାର କାର୍ଯ୍ୟାଳୟ ବାଦ ଦିଆଯାଇଥିବା ବିଏମସି ଦକ୍ଷିଣ ପୂର୍ବ ଜୋନାଲ ଡେପୁଟୀ କମିଶନର ଅଂଶୁମାନ ରଥ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ…

ଅବହେଳିତ ଅବସ୍ଥାରେ ୩୦୦ ବର୍ଷର ଐତିହାସିକ ମଡାଗଡ଼ିଆ ଲୁଣିଆ ମେଳଣ, ସଂରକ୍ଷଣ ପାଇଁ ଉଠିଲା ଦାବି

ତିହିଡ଼ି,୮ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଖପରପଦା ପଞ୍ଚାୟତରେ ଅବସ୍ଥିତ ଐତିହାସିକ ମଡାଗଡ଼ିଆ ଲୁଣିଆ ମେଳଣ ଆଜି ଅବହେଳାର ଶିକାର ହୋଇ ପଡ଼ିଛି ।…

ମୂଲ୍ୟବାନ ସରକାରୀ ଜମିର ହେଉନି ଉପଯୋଗ, ପାଲଟିଛି ଅପରାଧୀଙ୍କ ଆଡ୍ଡାସ୍ଥଳୀ

କେନ୍ଦ୍ରାପଡ଼ା,୮ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହର ରଣପଡ଼ାଠାରେ ଥିବା ଜଳସମ୍ପଦ ବିଭାଗ ପୁରୁଣା ଆବାସିକ କାର୍ଯ୍ୟାଳୟ(ବାବୁହତା) ଏବେ ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। କେନ୍ଦ୍ରାପଡା ହାଇସ୍କୁଲ ପଡିଆ ନିକଟରେ…

ଧଉଳିରେ ଲଜ୍ଜା, ହଷ୍ଟେଲରୁ ନେଇ ହୋଟେଲରେ ବଳାତ୍କାର କଲେ ପୁରୁଷବନ୍ଧୁ!

ଭୁବନେଶ୍ୱର,୮।୬: ପୁଣି ରାଜଧାନୀରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଧଉଳି ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ପୀଡ଼ିତା ଧଉଳି ଥାନାରେ…

ବିଜେଡିରେ ବଡ଼ ହଲଚଲ! ବୈଠକ ଡାକିଲେ ଉପସଭାପତି, କହିଲେ….

ଭୁବନେଶ୍ବର,୮।୬: ଆସନ୍ତା ୧୦ ତାରିଖରେ ବିଜେଡିର ବଡ଼ ବୈଠକ ବସିବାକୁ ଯାଉଛି ।ଉପସଭାପତି ଦେବୀପ୍ରସାଦ ମିଶ୍ର ଏକ ପ୍ରେସ ରିଲିଜ ଜାରି କରି ବୈଠକ ଡ଼ାକିଛନ୍ତି ।…

ଜୁଆଡ଼ିଙ୍କ ଘରେ ଚଢ଼ାଉ: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ କୋଟିଏ ଟଙ୍କାର ଗହଣା ଜବତ, ୪ ଅଟକ

ରାଉରକେଲା,୮ା୬(ସଙ୍ଗୀତା ଜେନା): ଦୀର୍ଘଦିନରୁ ଚାଲି ଆସୁଥିବା ଏକ ଜୁଆଆଡ୍ଡାରେ ପୋଲିସ ଚଢ଼ାଉ କରି ୧୦ ଲକ୍ଷରୁ ଅଧିକ ଟଙ୍କା ଓ ପ୍ରାୟ କୋଟିଏ ଟଙ୍କାର ଗହଣା ଜବତ…

ଏସଆଇଆର ସଚେତନତା, ଦେଢ଼ କିଲୋମିଟର ପଦଯାତ୍ରା କଲେ ଉପଜିଲାପାଳ

କେସିଙ୍ଗା,୮।୬(ତୁମେଶ୍ୱର ସାହୁ): ରାଜ୍ୟରେ ସ୍ଵତନ୍ତ୍ର ସଘନ ସଂଶୋଧନ(ଏସ ଆଇ ଆର)୨୦୨୬ ଯୋଗ୍ୟ ଭୋଟରମାନଙ୍କ ନାମ ଯେମିତି ନ କଟିବ ସେଥିପାଇଁ କଳାହାଣ୍ଡି ଉପ ଜିଲାପାଳଙ୍କ ନିଆରା ପ୍ରୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri