Posted inଖେଳ

ବିଶ୍ୱକପ୍‌ ମଝିରେ ଚମକିଲା ଭୁବନେଶ୍ୱର କୁମାରଙ୍କ ଭାଗ୍ୟ: ଟିମ୍‌ ଇଣ୍ଡିଆକୁ ଫେରିବେ

ନୂଆଦିଲ୍ଲୀ,୮।୧୧: ଆଜିକାଲି ଭାରତୀୟ ଦଳ ଘରୋଇ ମାଟିରେ ଖେଳାଯାଉଥିବା ଦିନିକିଆ ବିଶ୍ୱକପ ୨୦୨୩ରେ ବ୍ୟସ୍ତ ଅଛନ୍ତି। ବିଶ୍ୱକପ ପରେ ତୁରନ୍ତ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦଳର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ଏହି ସିରିଜରେ ବିଶ୍ରାମ ଦିଆଯିବ। ଏଥିରେ ଦ୍ରୁତ ବୋଲର ମଧ୍ୟ ସାମିଲ ହେବେ। ମେନ ଇନ ବ୍ଲୁ ପୁଣି ଥରେ ଅଭିଜ୍ଞ ପେସର୍‌ ଭୁବନେଶ୍ୱର କୁମାରଙ୍କୁ ପ୍ରତ୍ୟାବର୍ତ୍ତନ କରିବାର ସୁଯୋଗ ଦେଇପାରେ।
ବରିଷ୍ଠ ବୋଲରଙ୍କ ଅନୁପସ୍ଥିତିରେ ଭୁଭି ଟିମ ଇଣ୍ଡିଆର ପେସ୍‌ ଆକ୍ରମଣର ନେତୃତ୍ୱ ନେଇପାରନ୍ତି। ଭୁବନେଶ୍ୱର ଗତ ଏକ ବର୍ଷ ଧରି ଭାରତୀୟ ଦଳରୁ ବାଦ୍‌ ପଡିଛନ୍ତି। ଏଭଳି ପରିସ୍ଥିତିରେ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ତାଙ୍କ ପାଇଁ ଏକ ବଡ଼ ଲାଇଫ ଲାଇନ ହୋଇପାରେ।
ବିସିସିଆଇର ଜଣେ ଅଧିକାରୀ କହିଛନ୍ତି, ଚୟନକର୍ତ୍ତାମାନେ ବରିଷ୍ଠ ବୋଲରମାନଙ୍କୁ ବିଶ୍ରାମ ଦେବେ। ଆମକୁ ଭୁବନେଶ୍ୱର କୁମାରଙ୍କ ପରି ଅଭିଜ୍ଞ ଦ୍ରୁତ ବୋଲର ଆବଶ୍ୟକ। ତେଣୁ ତାଙ୍କୁ ଦଳରେ ସାମିଲ କରାଯିବ।
ନିକଟରେ ଖେଳାଯାଇଥିବା ସୟଦ ମୁସ୍ତାକ ଅଲି ଟ୍ରଫିରେ ଭୁବନେଶ୍ୱର କୁମାର ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ୭ଟି ମ୍ୟାଚରେ ୯.୩୧ର ହାରରେ ୧୬ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?