ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ ଅନୁଧ୍ୟାନରୁ ଜଣାପଡ଼ିଛି । ଭାରତର ପ୍ରାୟ ୧୩୦ଟି ସହରରୁ ଇନଷ୍ଟାମାର୍ଟରୁ କରାଯାଉଥିବା ଅର୍ଡରକୁ ନେଇ ଏକ ସର୍ଭେ କରାଯାଇଥିଲା। ଏଥିରେ କୋଚି ଏବଂ ତିରୁଅନନ୍ତପୁରମ ସମେତ ଭୁବନେଶ୍ୱରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଜଣାପଡ଼ିଛି। ବ୍ଲାକ୍‌ ଟି ଏବଂ ଆସାମ ଟି ପାଇଁ ଗ୍ରାହକମାନଙ୍କ ସର୍ବାଧିକ ଚାହିଦା ରହିଥିଲାବେଳେ ପିଚ୍‌ ଟି, ଗ୍ରିନ୍‌ ଟି ଏବଂ ଉତ୍ତମ ସ୍ବାସ୍ଥ୍ୟକେନ୍ଦ୍ରିକ ଚା’ ପାନୀୟ ପ୍ରତି ମଧ୍ୟ ସର୍ବାଧିକ ଗ୍ରାହକଙ୍କ ଚାହିଦା ବଢୁଥିବା ଜଣଶପଡ଼ିଛି।

ଭୁବନେଶ୍ୱରର ଚା’ପ୍ରେମୀମାନେ ପାରମ୍ପରିକ ଚା’ ପିଇବାର ଅଭ୍ୟାସକୁ ବଜାୟ ରଖିବା ସହ ଆଧୁନିକ ସ୍ବାଦ ଏବଂ ସୁବିଧାଜନକ ନୂତନ ଫର୍ମାଟକୁ ମଧ୍ୟ ଗ୍ରହଣ କରୁଛନ୍ତି। ପିଚ୍‌ ଟି ଭାରତର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଚା’ ସ୍ବାଦ ଭାବେ ଉଭା ହୋଇଥିଲାବେଳେ ବାର୍ଷିକ ହାରରେ ଏହାର ଚାହିଦାରେ ୬୨% ବୃଦ୍ଧି ରେକର୍ଡ କରାଯାଇଥିବା କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri