୪ ବର୍ଷରେ ସରିବ ମେଟ୍ରୋ ରେଳ ପ୍ରକଳ୍ପ: ଏହି ସ୍ଥାନରେ ହୋଇପାରେ ଷ୍ଟେସନ

ଭୁବନେଶ୍ୱର,୧୦।୧୨: ଓଡ଼ିଶାରେ ମେଟ୍ରୋ ରେଳ ପାଇଁ କାର୍ଯ୍ୟ ଆରମ୍ଭ ହୋଇସାରିଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଡିପିଆର କାର୍ଯ୍ୟ ପରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଖୋଲା ଯାଇ ମାଟି ପରୀକ୍ଷା କରାଯାଇଛି। ଏହାରି ମଧ୍ୟରେ ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମେଟ୍ରୋ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଛନ୍ତି। ଆସନ୍ତା ଚାରି ବର୍ଷ ମଧ୍ୟରେ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ କହିଛନ୍ତି।

୨୦୨୭ ଡିସେମ୍ବର ସୁଦ୍ଧା ପ୍ରକଳ୍ପ ସାରିବା ଲକ୍ଷ୍ୟ ରଖାଯାଇଥିବା ବେଳେ ୨୦ଟି ପ୍ରମୁଖ ସ୍ଥାନରେ ମେଟ୍ରୋ ରେଳ ଷ୍ଟେସନ କରାଯିବ। ବର୍ତମାନ ସୁଦ୍ଧା ପ୍ରକଳ୍ପ ଲାଗି ୨୦୨୩-୨୪ରେ ୨୧୦ କୋଟି ମଞ୍ଜୁର ହୋଇଥିବା ବେଳେ ୨୦୨୪-୨୫ରେ ୧ ହଜାର କୋଟି ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri