ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପକୁ ନେଇ ଏମିତି କହିଲେ ରାଜ୍ୟ ଗୃହନିର୍ମାଣ ମନ୍ତ୍ରୀ

ଭୁବନେଶ୍ୱର,୨୧।୬: ରାଜ୍ୟ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି କହିଛନ୍ତି, ରାଜ୍ୟର ରାଜଧାନୀ ଭୁବନେଶ୍ୱରକୁ ଆନ୍ତର୍ଜାତିକ ସହର ଭାବେ ବିକଶିତ କରାଯିବ। ଏହି ଦୃଷ୍ଟିରୁ ମେଟ୍ରୋ ଟ୍ରେନ ପ୍ରକଳ୍ପର ଗୁରୁତ୍ୱ ରହିଛି ଓ ତାହା ପୂର୍ବ ନିର୍ଦ୍ଧାରିତ ସମୟସୀମା ଅନୁସାରେ ଶେଷ ହେବ। ବିଜେଡି ସରକାର ଜାନୁୟାରୀରେ ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ରାଜ୍ୟର ସବୁ ସହରାଞ୍ଚଳର ବିକାଶ ଉପରେ ଗୁରୁତ୍ୱ ଦେଇ ସେ କହିଛନ୍ତି ଯେ, ଏନଏସି-ମ୍ୟୁନିସିପାଲଟି ଓ ମହାନଗର ନିଗମଗୁଡିକୁ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri