ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ଦାୟିତ୍ୱ ମିଳିଛି।