ବଦଳିଲା ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଠିକଣା, ଜାଣନ୍ତୁ କେଉଁଠି ଖୋଲିଲା ନୂଆ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୨: ୟୁନିଟ୍-୮ ନୟାପଲ୍ଲୀରେ ଥିବା ଆଞ୍ଚଳିକ ପାସପୋର୍ଟ ସେବା କେନ୍ଦ୍ର ୧୯ ଫେବୃଆରୀ ୨୦୨୪ ଠାରୁ ଏକ ନୂତନ ଠିକଣାକୁ ସ୍ଥାନାନ୍ତରିତ କରା ଯାଉଛି। ରସୁଲଗଡ଼ରେ ଥିବା ଓଡ଼ିଶା ବିଜନେସ ସେଣ୍ଟରରେ ନୂତନ ଆଞ୍ଚଳିକ ପାସପୋର୍ଟ ସେବା କେନ୍ଦ୍ର କାର୍ଯ୍ୟ ଆରମ୍ଭ କରିବ। ତେଣୁକରି ଲୋକମାନେ ଏଣିକି ପାସପୋର୍ଟ ସମ୍ୱନ୍ଧିୟ କାର୍ଯ୍ୟରେ ଆସୁଥିଲେ ରସୁଲଗଡ଼ ସ୍ଥିତ ନୂତନ ପାସପୋର୍ଟ ସେବା କେନ୍ଦ୍ରକୁ ଆସିବାକୁ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ନୂତନ ପାସପୋର୍ଟ ସେବା କେନ୍ଦ୍ରର ସମ୍ପୂର୍ଷ ଠିକଣା ହେଉଛି:

ପାସପୋର୍ଟ ସେବା କେନ୍ଦ୍ର, ତଳ ତାଲା, ଓଡ଼ିଶା ବିଜନେସ ସେଣ୍ଟର, ପ୍ଲଟ୍ ନମ୍ବର – ୩୦, ୩୧/୯୮୨, ୟୁନିଟ୍ ନମ୍ବର ୮-୧୪, ରସୁଲଗଡ, ଭୁବନେଶ୍ୱର -୭୫୧୦୧୦।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ସ୍ୱାମୀଙ୍କୁ ନ ଜଣାଇ ଝିଅର ବାହାଘର କରାଇଲେ ପତ୍ନୀ, କୋର୍ଟ ଦେଲେ ଛାଡପତ୍ର ଅନୁମତି

ଚେନ୍ନାଇ,୨୩।୫: ପତ୍ନୀ ଯଦି ସ୍ୱାମୀଙ୍କୁ ନଜଣାଇ କିମ୍ୱା ତାଙ୍କ ଅଗୋଚରରେ ଝିଅର ବିବାହ କରାଇ ଦିଅନ୍ତି, ତେବେ ତାହାକୁ ସ୍ୱାମୀଙ୍କ ପ୍ରତି ‘ମାନସିକ ନିର୍ଯାତନା’ ବୋଲି ଧରାଯିବ…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri