Video: ଶୀତୁଆ ସକାଳରେ ଫେରିଲା ପଥୋତ୍ସବ, ଖେଳକୁଦ ସାଙ୍ଗକୁ ନାଚଗୀତର ମଜା ନେଲେ ରାଜଧାନୀବାସୀ

ଭୁବନେଶ୍ୱର,୨୪ା୧୨: ଗୋଟିଏ ବର୍ଷର ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରର ଶୀତୁଆ ସକାଳରେ ପୁଣି ଆୟୋଜିତ ହୋଇଛି ପଥୋତ୍ସବ। ଭୋର ୬ଟା ୩୦ରୁ ପଥ ଉତ୍ସବ ଆରମ୍ଭ ହୋଇଥିଲା। ଚଳିତ ବର୍ଷ ନୂଆ ରୂପରେ ପଥୋତ୍ସବ ମାଷ୍ଟର କ୍ୟାଣ୍ଟିନରୁ ରାମ ମନ୍ଦିର ପର୍ଯ୍ୟନ୍ତ ଚାଲିଥିଲା। ଆଜିର କାର୍ଯ୍ୟକ୍ରମରେ ବଲିଉଡ୍ ଗାୟିକା ନିକିତା ଗାନ୍ଧୀ ପ୍ରାୟ ଏକ ଘଣ୍ଟା ଧରି ଯୁବ ପିଢିଙ୍କୁ ଝୁମେଇ ଥିଲେ। ଏହାପରେ ରାପର ବିଗ୍ ଡିଲଙ୍କ ସହ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍ ମଧ୍ୟ ସେମାନଙ୍କର ଜଲୱା ଦେଖାଇଥିଲେ।

ଚଳିତ ଥର ବିଏମସି ପକ୍ଷରୁ ଏଥର ଦୁଇଟି ଷ୍ଟେଜ ତିଆରି କରାଯାଇଥିଲା। ଗୋଟିଏ ରାମ ମନ୍ଦିର ଓ ଗୋଟିଏ ମାଷ୍ଟରକ୍ୟାଣ୍ଟିନ୍ ଷ୍ଟେଜ ତିଆରି କରାଯାଇଥିଲା। ଏହାରି ମଧ୍ୟରେ ସ୍ମାର୍ଟ ଜନପଥ ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ, କୁଇଜ୍ କମ୍ପିଟିସନ, ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥିଲା। ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ଅଧିକାରୀଙ୍କୁ କାର୍ଯ୍ୟକ୍ରମର ପରିଚାଳନା ଦାୟିତ୍ୱ ଦିଆଯାଇଥିଲା। ଚଳିତବର୍ଷ ୩ଟି ଜୋନରେ ପଥୋତ୍ସବ ଅନୁଷ୍ଠିତ ହେବ । ଆଜି ଦକ୍ଷିଣ-ପଶ୍ଚିମ ଜୋନ, ଜାନୁଆରୀ ୭ ଏବଂ ୨୧ରେ ଅନ୍ୟ ଦୁଇଟି ଜୋନରେ ଅନୁଷ୍ଠିତ ହେବ ବୋଲି କହିଛନ୍ତି କମିଶନର ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri