ମହିଳା ସୁରକ୍ଷା: ଭାରତର ଶୀର୍ଷ ୭ ସହର ମଧ୍ୟରେ ଭୁବନେଶ୍ୱର

ଭୁବନେଶ୍ୱର,୨୮ା୮: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ମହିଳା ସୁରକ୍ଷା କ୍ଷେତ୍ରରେ ଭାରତର ଶୀର୍ଷ ସାତ ସହର ମଧ୍ୟରେ ସ୍ଥାନ ପାଇଛି। ୨୦୨୫ ଜାତୀୟ ମହିଳା ସୁରକ୍ଷା ରିପୋର୍ଟ ଓ ସୂଚକାଙ୍କ (ନାରୀ) ଅନୁଯାୟୀ, ଅନେକ ଅନ୍ୟ ସହରାଞ୍ଚଳ ତୁଳନାରେ ଭୁବନେଶ୍ୱରରେ ମହିଳାମାନେ ନିଜକୁ ଅଧିକ ସୁରକ୍ଷିତ ଅନୁଭବ କରୁଛନ୍ତି।

ଭୁବନେଶ୍ୱର ସହିତ ମୁମ୍ବାଇ, କୋହିମା, ବିଶାଖାପାଟଣାମ୍, ଆଇଜୋଲ, ଗ୍ୟାଙ୍ଗଟକ୍ ଓ ଇଟାନଗରକୁ ମହିଳାଙ୍କ ପାଇଁ ସବୁଠାରୁ ସୁରକ୍ଷିତ ସହର ଭାବେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗ୍ରୁପ୍ ଅଫ୍ ଇଣ୍ଟେଲେକ୍ଚୁଆଲ୍ସ ଆଣ୍ଡ ଆକାଡେମିସିଆନ୍ସ ଦ୍ୱାରା ପ୍ରକାଶିତ ଏହି ରିପୋର୍ଟକୁ ଆଜି ଜାତୀୟ ମହିଳା ଆୟୋଗ (ଏନସିଡବ୍ଲୁ)ର ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚନ କରାଯାଇଛି।

ଅନ୍ୟପକ୍ଷରେ, ରାଞ୍ଚି, ଶ୍ରୀନଗର, କୋଲକାତା, ଦିଲ୍ଲୀ, ଫରିଦାବାଦ, ପାଟଣା ଓ ଜୟପୁରକୁ ମହିଳା ସୁରକ୍ଷାରେ ନିମ୍ନ ସ୍ଥାନ ମିଳିଛି। ନାରୀ ୨୦୨୫ ରିପୋର୍ଟ ଅନୁଯାୟୀ, ଏହି ସହରଗୁଡ଼ିକରେ ଦୁର୍ବଳ ଭିତ୍ତିଭୂମି, ପିତୃସତ୍ତାକ ମନୋଭାବ ଓ ଅପର୍ଯ୍ୟାପ୍ତ ପ୍ରାତିଷ୍ଠାନିକ ପ୍ରତିକ୍ରିୟା ମୁଖ୍ୟ କାରଣ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?