ରାଜଧାନୀରେ ନିଶାଦ୍ରବ୍ୟ ଖୁଆଇ ହୋଟେଲରେ ଯୁବତୀଙ୍କୁ ଗଣବଳାତ୍କାର, ତିନି ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୯: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣାରେ ଜଣେ ମହିଳାଙ୍କୁ ତାଙ୍କ ବଏଫ୍ରେଣ୍ଡ ଓ ତାଙ୍କର ଦୁଇ ସାଙ୍ଗ ମିଶି ଏକ ଲଜ୍‌ରେ ବଳାତ୍କାର କରିଛନ୍ତି। ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ, ପ୍ରସନ୍ନ କୁମାର ଆଚାର୍ଯ୍ୟ (ଜଗତସିଂହପୁରର ବିରିଡ଼ା ଥାନା ଅଞ୍ଚଳ) ଓ ରାଜେଶ ଦାସ (ତୁମ୍ବା ଅଢ଼େଇ ଗଳି)।

ସୂଚନା ଅନୁଯାୟୀ, ଚନ୍ଦନ ଓ ପୀଡ଼ିତା ଅନଲାଇନ୍‌ରେ ପରିଚିତ ହୋଇ ବନ୍ଧୁତା ଗଢ଼ିଥିଲେ। ସେପ୍ଟେମ୍ବର ୧୦ରେ ଚନ୍ଦନ ଫଟୋଶୁଟ୍‌ କରିବାର ବାହାନାରେ ତାଙ୍କୁ ଏକ ଲଜକୁ ଡାକିଥିଲେ। ଲଜରେ ପହଞ୍ଚିବା ପରେ ଚନ୍ଦନ ତାଙ୍କ ସାଙ୍ଗମାନଙ୍କୁ ଫଟୋଶୁଟ୍‌ ଟିମ୍‌ର ସଦସ୍ୟ ବୋଲି ପରିଚୟ ଦେଇଥିଲେ। ସେମାନେ ମହିଳାଙ୍କୁ ନିଶାଯୁକ୍ତ କୋଲ୍ଡଡ୍ରିଙ୍କ ଦେଇଥିଲେ। ମହିଳା ଜଣଙ୍କ ଅଚେତ ହେବା ପରେ ଅଭିଯୁକ୍ତମାନେ ତାଙ୍କୁ ବଳାତ୍କାର କରିଥିଲେ। ଚେତା ଫେରିବା ପରେ ମହିଳା ଜଣଙ୍କ କୌଣସି ପ୍ରକାରେ ସେଠାରୁ ଖସି ପଳାଇଥିଲେ।

ପରଦିନ ସେ ତିନି ଅଭିଯୁକ୍ତଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ତିନିଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ: ବାପ ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାରାଦୀପ,୨୦।୧: ଜଗତସିଂହପୁର ଜିଲା ଲକ୍‌ ଥାନା ପିପ୍ପଳ ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାଳ ଗଦା ନିଆଁରେ ପୋଡ଼ିହୋଇ ଜଣେ ମହିଳା ଜୀବନ୍ତ...

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri