ଭୁବନେଶ୍ୱର ଟେକ୍‌ ମହିନ୍ଦ୍ରା ଅଫିସ୍‌ ସିଲ୍‌: ୨୦ ତାରିଖ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନରେ ରହିବେ ସମସ୍ତ କର୍ମଚାରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଥିବା ସଫ୍ଟଓ୍ବେର କମ୍ପାନୀ ଟେକ ମହିନ୍ଦ୍ରା ଅଫିସକୁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। ୩ ଦିନ ଭିତରେ ଏହି ଅଫିସ୍‌ର ୭ ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାସହ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସଂସ୍ଥାର ସମସ୍ତ ୬୭ କର୍ମଚାରୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିଏମ୍‌ସି ଜୋନାଲ ଡେପୁଟି କମିଶନର ପ୍ରମୋଦ ପୃଷ୍ଟି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିବନି ବସ୍‌ ଭଡା: ଏସଟିଏ

ଭୁବନେଶ୍ୱର,୨୭।୫(ବ୍ୟୁରୋ)-ରାଜ୍ୟରେ ଆସନ୍ତା କାଲିଠାରୁ ଗଡିବ ଘରୋଇ ବସ। ବସ୍‌। ଏ ନେଇ ଘରୋଇ ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତି ହୋଇଛି। ହେଲେ ବସ...

ରାଜସ୍ବ ବିଭାଗ ସ୍ବତନ୍ତ୍ର ସଚିବ ଅଜୟ ଦାସ ଗିରଫ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜସ୍ବ ବିପର୍ଯ୍ୟୟ ଓ ପରିଚାଳନା ବିଭାଗର ସ୍ବତନ୍ତ୍ର ସଚିବ ଅଜୟ କୁମାର ଦାସଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ...

୧ ହଜାର ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ...

ବାପ-ଝିଅଙ୍କୁ ଚାପିଦେଲା ଟ୍ରକ୍‌

ଖମାର,୧୪ା୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ବାଇକ୍‌ ଉପରେ ଟ୍ରକ୍‌ ଚଢ଼ି ଯିବାରୁ...

ଗୌରବିହାର ଆଶ୍ରମରେ ବ୍ୟଞ୍ଜନ ଦ୍ୱାଦଶୀ: ରାଧାକୃଷ୍ଣଙ୍କୁ ଲାଗିହେଲା ୬୭୫ ପ୍ରକାର ବ୍ୟଞ୍ଜନ

ପୁରୀ ଅଫିସ, ୯ା୧୨: ମାର୍ଗଶୀର ମାସ ଶୁକ୍ଲ ପକ୍ଷ ଦ୍ୱାଦଶୀ ତିଥିରେ ସୋମବାର ଶ୍ରୀଗୌରବିହାର ଆଶ୍ରମ (ମାତା ମଠ)ରେ ବ୍ୟଞ୍ଜନ ଦ୍ୱାଦଶୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।...

ରଥଯାତ୍ରା ପ୍ରସାରଣ ଉପରେ ରହିବନି କଟକଣା

ପୁରୀ ଅଫିସ,୨୫।୬: ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ ଶୁକ୍ରବାର ଏକ ବୈଠକରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହିତ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଉପଜିଲାପାଳ ଭବତାରଣ ସାହୁ...

କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ଅଭିଯୋଗ: ୨୪ ଘଣ୍ଟାରେ ୨୧୩ ମାମଲା ରୁଜୁ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ ଅଭିଯୋଗରେ ଏପ୍ରିଲ ୯ରୁ ଏପ୍ରିଲ ୧୦ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧୩ଟି ମାମଲା...

କମ୍ପାନୀରୁ ଚୋରି, ୨ କର୍ମଚାରୀ ଗିରଫ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଖାରବେଳ ନଗର ଥାନା ଏକ ଘରୋଇ କମ୍ପାନୀରୁ ଲୁହା ଓ ଆଲୁମିନିୟମ ଚ୍ୟାନେଲ ଚୋରି କରୁଥିବାବେଳେ ୨ କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେମାନେ...

Advertisement
Archives

Model This Week