ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି। ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା ପରି ଅନୁଭବ ହେଉଛି। ତେବେ ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ତାପମାତ୍ରା ୪୪ ଟପିିଛି। ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ରାଜଧାନୀ ଭୁବନେଶ୍ୱର ପରିଗଣିତ ହୋଇଛି।

ପାଣିପାଗ ବିଭାଗ ସୂଚନାନୁସାରେ, ୫ ସହରରେ ପାରଦ ୪୨ ଡିଗ୍ରୀ ଟପିଛି। ଝାରସୁଗୁଡ଼ା ୪୩.୬, ରାଉରକେଲା ୪୨.୫, ଚାନ୍ଦବାଲି ୪୨.୪ ଡିଗ୍ରୀ, ସମ୍ବଲପୁର ୪୨.୧, ହୀରାକୁଦ ୪୧.୮, ବାଲେଶ୍ବର ୪୧.୭, କେନ୍ଦୁଝର ୪୧.୫, ଗୋପାଳପୁର ୩୫.୪ ଓ ପୁରୀ ୩୪.୭ ଡିଗ୍ରୀ ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ ବିସେ୍‌କଓ୍ବୋଇ କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ।...

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ...

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri