Posted inଖେଳ

ଭୁବନେଶ୍ୱର ଭେଟେରାନ ଫୁଟ୍‌ବଲ ପ୍ଲେୟର ଆସୋସିଏଶନ

ଭୁବନେଶ୍ୱର, ୩ା୪(ସ୍ପୋଟର୍‌ସ ବ୍ୟୁରୋ): ପୁରାତନ ଫୁଟ୍‌ବଲ ଖେଳାଳି ତଥା କ୍ରୀଡ଼ା ସଂଗଠକ ନବରଞ୍ଜନ ପଟ୍ଟନାୟକଙ୍କ ଉଦ୍ୟମରେ ଭୁବନେଶ୍ୱରର ବିଭିନ୍ନ ଫୁଟ୍‌ବଲ କ୍ଲବର ଭେଟେରାନ୍‌ ଖେଳାଳିମାନେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ମଦର ପବ୍ଲିକ ସ୍କୁଲ୍‌ଠାରେ ଏକତ୍ରିତ ହୋଇଥିଲେ। ତୃଣମୂଳସ୍ତରରେ ଫୁଟ୍‌ବଲ ଖେଳର କିପରି ବିକାଶ ହୋଇପାରିବ ସେନେଇ ଏଠାରେ ଆଲୋଚନା ହୋଇଥିଲା।

ଏହି ଭେଟେରାନ୍‌ ଖେଳାଳିମାନେ ପ୍ରତି ରବିବାର ୟୁନିଟ୍‌-୬ ହାଇସ୍କୁଲ ଖେଳପଡ଼ିଆରେ ଉପସ୍ଥିତ ରହି ଅଭ୍ୟାସ କରିବା ଲାଗି ବୈଠକରେ ସ୍ଥିର ହୋଇଥିଲା। ବୈଠକରେ ୪୦ରୁ ଅଧିକ ପୂର୍ବତନ ଖେଳାଳି ଉପସ୍ଥିତ ଥିଲେ। ଏହି ଅବସରରେ ନବରଞ୍ଜନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ଭେଟେରାନ୍‌ ଫୁଟ୍‌ବଲ ପ୍ଲେୟର ଆସୋସିଏଶନର ଚେୟାରମ୍ୟାନ୍‌ ଭାବେ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri