Posted inଖେଳ

ଭୁବନେଶ୍ୱର ଭେଟେରାନ ଫୁଟ୍‌ବଲ ପ୍ଲେୟର ଆସୋସିଏଶନ

ଭୁବନେଶ୍ୱର, ୩ା୪(ସ୍ପୋଟର୍‌ସ ବ୍ୟୁରୋ): ପୁରାତନ ଫୁଟ୍‌ବଲ ଖେଳାଳି ତଥା କ୍ରୀଡ଼ା ସଂଗଠକ ନବରଞ୍ଜନ ପଟ୍ଟନାୟକଙ୍କ ଉଦ୍ୟମରେ ଭୁବନେଶ୍ୱରର ବିଭିନ୍ନ ଫୁଟ୍‌ବଲ କ୍ଲବର ଭେଟେରାନ୍‌ ଖେଳାଳିମାନେ ସ୍ଥାନୀୟ ୟୁନିଟ୍‌-୧ସ୍ଥିତ ମଦର ପବ୍ଲିକ ସ୍କୁଲ୍‌ଠାରେ ଏକତ୍ରିତ ହୋଇଥିଲେ। ତୃଣମୂଳସ୍ତରରେ ଫୁଟ୍‌ବଲ ଖେଳର କିପରି ବିକାଶ ହୋଇପାରିବ ସେନେଇ ଏଠାରେ ଆଲୋଚନା ହୋଇଥିଲା।

ଏହି ଭେଟେରାନ୍‌ ଖେଳାଳିମାନେ ପ୍ରତି ରବିବାର ୟୁନିଟ୍‌-୬ ହାଇସ୍କୁଲ ଖେଳପଡ଼ିଆରେ ଉପସ୍ଥିତ ରହି ଅଭ୍ୟାସ କରିବା ଲାଗି ବୈଠକରେ ସ୍ଥିର ହୋଇଥିଲା। ବୈଠକରେ ୪୦ରୁ ଅଧିକ ପୂର୍ବତନ ଖେଳାଳି ଉପସ୍ଥିତ ଥିଲେ। ଏହି ଅବସରରେ ନବରଞ୍ଜନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ଭେଟେରାନ୍‌ ଫୁଟ୍‌ବଲ ପ୍ଲେୟର ଆସୋସିଏଶନର ଚେୟାରମ୍ୟାନ୍‌ ଭାବେ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମା ଶତକ ନିକଟତର: ଲଞ୍ଚ ପର୍ଯ୍ୟନ୍ତ ଭାରତ ସ୍କୋର ୧୫୧/୩

ନାଗପୁର,୧୦।୨: ନାଗପୁରରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ପ୍ରଥମ ଟେଷ୍ଟରେ ଭାରତ ଦୃଢ ସ୍ଥିତିରେ। ଦ୍ୱିତୀୟ ଦିନରେ ଲଞ୍ଚ ପର୍ଯ୍ୟନ୍ତ ଭାରତ ୩ ଉଇକେଟ୍‌ ହରାଇ...

ଆମେରିକା ଦଳରେ ଭାରତୀୟ ବଂଶୋଦ୍ଭବ ମିଆ

ଭୁବନେଶ୍ୱର, ୧୧।୧୦ (କ୍ରୀଡ଼ା ପ୍ରତିନିଧି): ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଜାତୀୟ ମହିଳା ଦଳ ତରଫରୁ ଏକ ଫୁଟ୍‌ବଲ ବିଶ୍ୱକପ୍‌ ଖେଳିବାରେ ମିଆ ଭୁତା ହେଉଛନ୍ତି ପ୍ରଥମ...

କୋହଲି ପୁଣି ଫେଲ୍‌

ଲଣ୍ଡନ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ଟେଷ୍ଟ ମ୍ୟାଚ୍‌। ଏଜବାଷ୍ଟନ୍‌ ଟେଷ୍ଟର ପ୍ରଥମ ଦିନରେ ନିରାଶ କରିଛନ୍ତି ପୂର୍ବତନ ଅଧିନାୟକ ବିରାଟ...

କ୍ରିକେଟର କ୍ରିସ୍‌ଙ୍କ କାନ୍ଦୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୧୧।୫: ଏବେ ଓ୍ବେଷ୍ଟଇଣ୍ଡିଜ୍‌ର ବିସ୍ଫୋରକ ବ୍ୟାଟ୍ସ୍‌ ମ୍ୟାନ୍‌ କ୍ରିସ୍‌ ଗେଲ୍‌ଙ୍କ କାନ୍ଦୁ ଥିବା ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିଶ୍ୱ ମାତୃ ଦିବସ...

ପଞ୍ଜାବ କିଙ୍ଗ୍ସ ଜର୍ସି ଉନ୍ମୋଚିତ: ଖେଳାଳି ପିନ୍ଧିବେ ସୁନେଲି ହେଲ୍‌ମେଟ

ନୂଆଦିଲ୍ଲୀ,୩୧।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ୧୪ତମ ସଂସ୍କରଣ ପାଇଁ ପଞ୍ଜାବ କିଙ୍ଗ୍ସ ନୂଆ ଜର୍ସି ଉନ୍ମୋଚନ କରିଛି। ନୂଆ କଳେବର ସହ ଉନ୍ମୋଚିତ...

ଟପ୍‌ ୨୫ରେ ସାଥିୟାଁ

ନୂଆଦିଲ୍ଲୀ, ୩୦ା୪ (ପି.ଟି.)-ଭାରତୀୟ ଟେବୁଲ ଟେନିସ (ଟିଟି) ଖେଳାଳି ଜି. ସାଥିୟଁାଙ୍କ ପ୍ରଦର୍ଶନରେ କ୍ରମେ ଉନ୍ନତି ପରିଲକ୍ଷିତ ହେଉଛି। ଫଳ ସ୍ବରୂପ ସେ ସଦସ୍ୟ ପ୍ରକାଶିତ...

ଇତିହାସ ରଚିଲା ବାଂଲାଦେଶ

ଅକଲାଣ୍ଡ,୫।୧: ବାଂଲାଦେଶ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବାଂଲାଦେଶ ୮ ଉଇକେଟରେ ଜିତିଛି। ଟେଷ୍ଟ କ୍ରିକେଟରେ...

ବଜରଙ୍ଗ ରୁଷିଆରେ ଟ୍ରେନିଂ ନେବେ

ନୂଆଦିଲ୍ଲୀ, ୩୦ା୫ (ପି.ଟି.)- ଭାରତର ଟପ୍‌ ରେସ୍‌ଲର ବଜରଙ୍ଗ ପୁନିଆ ପୋଲାଣ୍ଡରେ ହେବାକୁଥିବା ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ଭାଗ ନ ନେବା ଲାଗି ସ୍ଥିର କରିଛନ୍ତି।...

Advertisement
Archives

Model This Week