ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି। ସେଥିପାଇଁ ଏହି ବନ୍ଦ ଡାକରା କରାଯାଇଛି ବୋଲି କହିଛନ୍ତି ବିଜେଡି ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର । ଏଥିସହ ବିଜେଡି ସଭାପତି ନବୀନ ପଟ୍ଟନାୟକ SIT ତଦନ୍ତ ପାଇଁ କହିଛନ୍ତି ।

ବିଜେଡ଼ି ନେତାଙ୍କ କହିବା ଅନୁସାରେ, ଘଟଣାକୁ ଚପାଇ ଦିଆଯାଉଛି। ୧୪ ତାରିଖରେ ଘଟଣା ଘଟିଲା। ଯଦି ସରକାର ନ ଜାଣିଥିଲେ ହାଇକୋର୍ଟରେ ଜାମିନ ଦେବା ପୂର୍ବରୁ କାହିଁକି ୪ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରାଗଲା। କୋର୍ଟ ବେଲ ଦେବା ପର୍ଯ୍ୟନ୍ତ ଘଟଣା ସାମ୍ନାକୁ ଆସିନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri