ପୋଷ୍ଟର ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଟୁଇଟ୍‌ ଯୋଗେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି ।

ପ୍ରଥମ ପର୍ଯ୍ୟାୟରେ ବିଭିନ୍ନ କାନ୍ଥରେ ଲାଗିଥିବା ପୋଷ୍ଟରକୁ ସଫେଇ କର୍ମଚାରୀଙ୍କ ଜରିଆରେ ହଟାଯାଉଛି । ଆଗକୁ ଯଦି କେହି ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ମାରେ ତେବେ ଜରିମାନା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମ୍‌ସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri