ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍‌ ଅନୁଷ୍ଠିତ ହେବ। ଏନେଇ ମୁଖ୍ୟମନ୍ତ୍ରୀ ବିଶ୍ୱକପ୍‌ ଟ୍ରଫି ଏବଂ ଲୋଗୋ ଉନ୍ମୋଚିତ କରିଛନ୍ତି।

କାର୍ଯ୍ୟକ୍ରମରେ ହକି ଇଣ୍ଡିଆର ପ୍ରେସିଡେଣ୍ଟ ନରେନ୍ଦର ବାତ୍ରା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ, ୫-ଟି ସଚିବ ଭିକେ ପାଣ୍ଡିଆନ୍‌ଙ୍କ ସହ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। କୋଭିଡ୍‌ କଟକଣାରେ ମ୍ୟାଚ୍‌ ଗୁଡିକ ଖେଳାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri