ଭୁବନେଶ୍ୱରକୁ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ଚାଲିଛି ପ୍ରୟାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ୭୩ ବର୍ଷରେ ପାଦ ଦେଇଛି। ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ମନ୍ଦିରମାଳିନୀ ସହରରୁ, ଭୁବନେଶ୍ୱର ଏକ ବିଶ୍ୱସ୍ତରୀୟ ସହର, ସ୍ମାର୍ଟସିଟି ଏବଂ ସ୍ପୋର୍ଟସ କ୍ୟାପିଟାଲ ଅଫ ଇଣ୍ଡିଆରେ ପରିଣତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି। ଏହା ସହ ଭୁବନେଶ୍ୱର ସ୍ମାରକୀ, ସଂସ୍କୃତି ଓ ଐତିହ୍ୟକୁ ସଂରକ୍ଷଣ କରି ଭୁବନେଶ୍ୱରକୁ ଏକ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ନିରନ୍ତର ପ୍ରୟାସ କରାଯାଉଥିବା ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳକୁ ବର୍ଷା ସାହା

ବାରିପଦା ଅଫିସ,୧୨ା୩: ୨୭୫୦ ବର୍ଗ କି.ମି. ପରିଧି ମଧ୍ୟରେ ଥିବା ଶିମିଳିପାଳ ଅଭୟାରଣ୍ୟର ୨୧ଟି ରେଞ୍ଜରେ ଦୀର୍ଘଦିନ ହେଲା ଲାଗି ରହିଥିବା ନିଆଁ ନିୟନ୍ତ୍ରଣକୁ ଆସିଛି।...

ଆଗକୁ ସାଉଥ୍‌ପୋଲ୍‌ ଆଣ୍ଟାର୍କଟିକା ଚଢ଼ିବା ଲକ୍ଷ୍ୟ:ସିଦ୍ଧାର୍ଥ

ପୁରୀ ଅଫିସ, ୨୪ା୫:ଏସିଆ ମହାଦେଶର ସର୍ବୋଚ୍ଚ ଗିରିଶୃଙ୍ଗ ଆରୋହଣ କରିଥିବା ଓଡ଼ିଆ ପର୍ବତାରୋହୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ...

ରାଜ୍ୟବାସୀଙ୍କୁ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସମସ୍ତଙ୍କୁ ସମ୍ବଲପୁରୀ...

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡ

ଜୟପୁର,୧୧ା୧୧(ନି.ପ୍ର.): ନାବାଳିକା ବଳାତ୍କାର ମାମଲାର ବିଚାର କରି ବିଚାରପତି ପ୍ରଦୀପ କୁମାର ସାସମଲ ଗୁରୁବାର ଅଭିଯୁକ୍ତ ବଦଳିଗୁଡ଼ାର ବିପିନ ସୁନା(୨୩)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ...

ରାଜ୍ୟରୁ ପୁଣି ୬୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୮ ଜଣଙ୍କ ଜୀବନ...

ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଏସ୍‌ପି ଦାୟିତ୍ୱ

ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଫିସର ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଜିଲା ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ...

ମେ‘ରେ ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୧।୫(ବ୍ୟୁରୋ): ଏପ୍ରିଲ ମାସ ଡ଼ହଡ଼ହ ଖରାରେ ସଝିଥିଲା ସାରା ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ବେଳେ ମେ’ ମାସରେ...

ପୋଲିସ,ଏସଓଜି ସହ ବିଏସଏଫ ତିଆରି କଲେ: ହନ୍ତାଳଗୁଡାରୁ ଯୋଡ଼ାମ୍ବକୁ ରାସ୍ତା

ଚିତ୍ରକୋଣ୍ଡା,୧୫ା୧(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ବିଚ୍ଛିନାଞ୍ଚଳକୁ ପାହାଡ଼, ନଦୀ ଓ ଝରଣା ଘେରି ରହିଛି। ଉକ୍ତ ଅଞ୍ଚଳକୁ ରାସ୍ତା...

Advertisement
Archives

Model This Week