୧୭ରୁ ଭୁବନେଶ୍ୱର ଏମ୍‌ସ ଓପିଡି ବନ୍ଦ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୭ରୁ ବନ୍ଦ ହେବା ନେଇ ଘୋଷଣା ହୋଇଛି। ଏମ୍‌ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା ଚାଲୁରହିବ। ଏ ନେଇ ଭୁବନେଶ୍ୱର ଏମ୍‌ସ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ

ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା...

୧୪ ଭକ୍ତଙ୍କୁ ନେଇ ଚଡ଼କମେଳା

ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା...

ନାଁକୁ ସହର, ନାହିଁ ସର୍ବନିମ୍ନ ସୁବିଧା

ଜଳେଶ୍ୱର,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧୬ନଂ. ଓ୍ବାର୍ଡରେ ଥିବା ମଣିପାଟଣା ଗାଁରେ ନାହିଁ ସର୍ବନିମ୍ନ ସୁବିଧା। ଗାଁକୁ ନାହିଁ ସବୁଦିନିଆ ରାସ୍ତା। ଫଳରେ କୌଣସି...

ଚୋରା ପଥର ଚାଲାଣ ର଼୍ୟାକେଟରେ ପୋଲିସ ବାବୁ:ଇନ୍ସପେକ୍ଟର ରଞ୍ଜିତ ସାହୁ ନିଲମ୍ବିତ

ଭୁବନେଶ୍ୱର, ୨୦-୧୧(ବ୍ୟୁରୋ):ଖୋର୍ଦ୍ଧା ପଥର ଚାଲାଣରେ ସଂପୃକ୍ତଥିବା ଦୁଇ ଇନ୍ସପେକ୍ଟର ବିକ୍ରମ କେଶରୀ ଜେନା ଏବଂ ରଞ୍ଜିତ ସାହୁଙ୍କୁ ଏସ୍‌ଟିଏଫ ଗିରଫ କରିବା ପାଇଁ ବାଟ ଫିଟିଛି।...

ମହମ୍ମଦ ବାଜିଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ‘ଦେଶ ଜଣେ ସଚ୍ଚା ଗାନ୍ଧୀବାଦୀଙ୍କୁ ହରାଇଲା’

ଭୁବନେଶ୍ୱର,୨୭।୬(ବ୍ୟୁରୋ): ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ଏହି ଉପଲକ୍ଷେ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ...

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ...

‘ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ସରକାର’

ଭୁବନେଶ୍ୱର, ୧୮ା୮(ବ୍ୟୁରୋ):ରାଜ୍ୟ ସରକାର ଜାଣିଶୁଣି ପଛୁଆବର୍ଗଙ୍କୁ ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରୁଛନ୍ତି ବୋଲି ଭାଜପା ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ ଅଭିଯୋଗ...

ବଦନାମରୁ ମୁକୁଳିବାକୁ ଏନ୍‌କାଉଣ୍ଟର ପରେ ଏନ୍‌କାଉଣ୍ଟର

ଭୁବନେଶ୍ୱର,୫ା୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି ଅପରାଧ। ସକାଳୁ ରାତି ମାତୁଛନ୍ତି ଅପରାଧୀ। କମିଶନରେଟ ପୋଲିସର ନିଷ୍କ୍ରିୟତାର ସୁଯୋଗ ନେଇ ଗତ କିଛିଦିନ ହେବ ସହରରେ ବଡ଼...

Advertisement


Archives

Model This Week