ନୋରାଙ୍କ ବେଲି ଡ୍ୟାନ୍ସ

ମୁମ୍ବାଇ: ନୋରା ଫତେହି ତାଙ୍କ ଅପକମିଂ ଫିଲ୍ମ ‘ଭୁଜ-ଦ ପ୍ରାଇଡ ଅଫ୍ ଇଣ୍ଡିଆ’ ପାଇଁ ଏବେ ବେଶ୍ ଚର୍ଚ୍ଚାରେ । ଅଜୟ ଦେବଗନ ଷ୍ଟାରର ଏହି ଫିଲ୍ମ ୧୧ ଅଗଷ୍ଟରେ ରିଲିଜ ହେବାର ଯୋଜନା ରହିଛି । ନିକଟରେ ଭୁଜର ଟ୍ରେଲର ରିଲିଜ ହୋଇଥିଲା । ଏବେ ଏହାର ଗୀତ ରିଲଜ କରାଯାଇଛି । ଏଥିରେ ନୋରା ଫତେହି ଅଭିନୟ କରିଥିବା ଗୀତ ‘ଜାଲିମା କୋକା କୋଲା’ର ଟିଜର ରିଲିଜ୍ ହୋଇଛି । ଏଥିରେ ନୋରା ପୁଣିଥରେ ତାଙ୍କର ବେଲି ଡ୍ୟାନ୍ସକୁ ନେଇ ଆସିଯାଇଛନ୍ତି ଚର୍ଚ୍ଚାକୁ । ଏଥିରେ ସେ ସବୁଥର ପରି ଖୁବ୍ ସୁନ୍ଦର ଲାଗୁଛନ୍ତି । ଯେଉଁ ଟିଜର ସାମ୍ନାକୁ ଆସିଛି ସେଥିରେ ନୋରା ବ୍ଲୁ କଲର ଆଉଟଫିଟରେ ନଜର ଆସିଛନ୍ତି । ଟିଜରରେ ଖୁବ୍ କମ୍ ଝଲକ ଦେଖିବାକୁ ମିଳିଛି ନୋରାଙ୍କର । ଯେଉଁଥିରେ ସେ ବେଲି ଡ୍ୟାନ୍ସ କରୁଥିବା ଦେଖାଯାଇଛି । ଏବେ ସମ୍ପର୍ଣ୍ଣ ଗୀତ ରିଲିଜ କରାଯାଇ ନାହିଁ କେବଳ ଟିଜର ରିଲିଜ ହୋଇଛି । ଏହି ଫିଲ୍ମରେ ନୋରାଙ୍କର କେବଳ ଡ୍ୟାନ୍ସ ନୁୂହେଁ ଅଭିନୟ ବି ଦେଖିବାକୁ ମିଳି । ଏକ ସିକ୍ରେଟ ଏଜେଣ୍ଟ ଭୂମିକାରେ ନୋରାଙ୍କ ଦମଦାର ଅଭିନୟ ଦର୍ଶକଙ୍କୁ ପସନ୍ଦ ଆସିବ ବୋଲି ନିର୍ମାତା ଆଶା ରଖିଛନ୍ତି । ଏଥିରେ ସେ ଷ୍ଟଣ୍ଟ କରୁଥିବା ବି ଦେଖିବାକୁ ମିଳିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri