ସାମ୍ବାଦିକ ଭୂମିକାରେ ନଜର ଆସିବେ ଭୂମି ପେଡ୍‌ନେକର

ମୁମ୍ବାଇ: ଅଭିନେତ୍ରୀ ଭୂମି ପେଡ୍‌ନେକର ନିଜ ଅଭିନୟ ମାଧ୍ୟମରେ ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। ‘ଦମ ଲଗା କେ ହୈଶା’ ଫିଲ୍ମ ମାଧ୍ୟମରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ବକ୍ସ ଅଫିସ୍‌ରେ ଫିଲ୍ମଟି ଭଲ ପ୍ରଦର୍ଶନ କରିଥିଲା। ବର୍ତ୍ତମାନ ଭୂମିଙ୍କୁ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ‘ଭକ୍ଷକ’ରେ ଦେଖିବାକୁ ମିଳିବ। ସେଥିରେ ସେ ସାମ୍ବାଦିକ ଭୂମିକାରେ ନଜର ଆସିବେ। ଫିଲ୍ମରେ ଭେଟେରାନ ଅଭିନେତା ସଞ୍ଜୟ ମିଶ୍ରା, ଆଦିତ୍ୟ ଶ୍ରୀବାସ୍ତବ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି। ପୁଲକିତ ଏହାର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି। ଫିଲ୍ମଟି ଡିସେମ୍ବର ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାର ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri