Posted inଖେଳ

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ୍‌, ଭିନେଶ ଫୋଗାଟଙ୍କୁ ରାଜ୍ୟସଭା ପଠାଇଥାନ୍ତୁ, ହେଲେ..

ନୂଆଦିଲ୍ଲୀ, ୦୮।୦୮: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେନ୍ଦ୍ର ସିଂହ ହୁଡ୍ଡା ଭିନେଶ ଫୋଗାଟଙ୍କୁ ନେଇ ବଡ଼ କଥା କହିଛନ୍ତି । ଯଦି ଆମ ପାଖରେ ବିଧାୟକ ସଂଖ୍ୟା ଅଧିକ ଥାନ୍ତା ଆମେ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗାଟଙ୍କୁ ରାଜ୍ୟସଭା ପଠାଇଥାନ୍ତୁ ବୋଲି ସେ କହିଛନ୍ତି । ହେଲେ ଆମ ପାଖରେ ଆବଶ୍ୟକ ସଂଖ୍ୟା ନାହିଁ । ମାତ୍ର ୨୮ ଜଣ ବିଧାୟକଙ୍କ ସମର୍ଥନରେ ଆମର ପ୍ରାର୍ଥୀ ରାଜ୍ୟ ସଭା ଯାଇପାରିବେ ନାହିଁ ।

ଏଥି ସହ କଂଗ୍ରେସ ସାଂସଦ ଭୂପେନ୍ଦ୍ର ହୁଡ୍ଡା କହିଛନ୍ତି ଯେ ଭିନେଶ ହାରି ନାହାଁନ୍ତି, ବରଂ ସେ କୋଟି କୋଟି ଲୋକଙ୍କ ହୃଦୟ ଜିତିଛନ୍ତି। ଖେଳ ବ୍ୟବସ୍ଥା ହାରିଯାଇଛି । ସ଼୍ବର୍ଣ୍ଣ ପଦକ ବିଜେତାଙ୍କୁ ଦିଆଯାଉଥିବା ସମସ୍ତ ସୁବିଧା ସରକାର ତାଙ୍କୁ ପ୍ରଦାନ କରିବା ଉଚିତ୍‌। ହରିୟାଣାରେ ଗୋଟିଏ ରାଜ୍ୟସଭା ଆସନ ଖାଲି ଅଛି। ଆମର ସଂଖ୍ୟାଗରିଷ୍ଠତା ନାହିଁ । କିନ୍ତୁ ଯଦି ଦେଶରେ ସାଂସଦ ହେବାକୁ ଉପଯୁକ୍ତ କେହି ଅଛନ୍ତି, ତେବେ ସେ ହେଉଛନ୍ତି ଭିିନେଶ। କାରଣ ସେ ବିଶ୍ୱ ଏବଂ ଦେଶ ପାଇଁ ପ୍ରେରଣା ଓ ସାହସର ପ୍ରତୀକ ପାଲଟିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ପଡ଼ିଆରେ ଏମିତି କ’ଣ କଲେ ବିରାଟ ହସ ରୋକି ପାରିଲେନି ଅନୁଷ୍କା, କ୍ୟାମେରାରେ କଏଦ ହେଲା…

ନୂଆଦିଲ୍ଲୀ,୨୯।୩: କ୍ରିକେଟ ପଡ଼ିଆରେ ବିରାଟ କୋହଲିଙ୍କ ଚପଳତା ଏବଂ ଫଇଲ୍ଡିଂ ଦକ୍ଷତାକୁ ପ୍ରାୟତଃ ମାନଦଣ୍ଡ ଭାବରେ ଉଦ୍ଧୃତ କରାଯାଏ; ତଥାପି, IPL 2026 ର ପ୍ରଥମ ମ୍ୟାଚରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri