Posted inଜାତୀୟ

ଭୂପେନ୍ଦ୍ରଙ୍କ ନୂଆ ଟିମ୍‌: ହର୍ଷ ସାଙ୍ଘଭି ଉପମୁଖ୍ୟମନ୍ତ୍ରୀ: ୨୬ ନୂଆ ମନ୍ତ୍ରୀ

ଗାନ୍ଧୀନଗର,୧୭।୧୦: ଗୁଜରାଟରେ ନୂତନ କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବ ଶୁକ୍ରବାର ଆରମ୍ଭ ହୋଇଛି। ଶପଥ ତାଲିକାରେ ୨୬ଜଣ ମନ୍ତ୍ରୀଙ୍କ ନାଁ ପ୍ରକାଶ ପାଇଛି। ତାଲିକାରେ ସ୍ବରୂପଜୀ ଠାକୋର, ପ୍ରବିଣକୁମାର ମାଲି, ଋଷୀକେଶ ପଟେଲ, ଦର୍ଶନା ବାଘେଲା, କୁନୱାରଜୀ ବାଭାଲିଆ,ରିଭାବା ଜାଡେଜା, ଅର୍ଜୁନ ମୋଧୱାଡିଆ, ପୁରୁଷୋତ୍ତମ ସୋଲଙ୍କି, ଜିତେନ୍ଦ୍ର ଭାଗାନୀ, ପ୍ରଫୁଲ୍ଲ ପାନଶେରିଆ, ହର୍ଷ ସାଙ୍ଘଭି ଏବଂ କାନୁଭାଇ ଦେଶାଇଙ୍କ ନାମ ରହିଛି।

ହର୍ଷ ସାଙ୍ଘଭି ରାଜ୍ୟର ନୂତନ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଜିତୁ ଭାଗାନୀ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଗୁରୁବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କୁ ଛାଡି ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିଲେ।

୨୦୨୭ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଗୁଜରାଟ ସରକାରଙ୍କ ମନ୍ତ୍ରୀମଣ୍ଡଳ ପୂନର୍ଗଠନକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଆଗାମୀ ନିର୍ବାଚନରେ ଦଳ ନୂତନ ସାମାଜିକ ସମୀକରଣ କରିବାକୁ ପ୍ରସ୍ତୁତି କରୁଛି।

ଦଳ ବିଶ୍ୱାସ କରେ ଯେ, ମନ୍ତ୍ରୀମଣ୍ଡଳରେ ଯୁବ ବିଧାୟକମାନଙ୍କୁ ସାମିଲ କରିବା ଦ୍ୱାରା ଯୁବ ନେତା ଉତ୍ସାହିତ ହେବେ। ଏହା ଆଗାମୀ ନିର୍ବାଚନରେ ଭାଜପାକୁ ଲାଭ ଦେଇପାରେ ବୋଲି ରାଜନୈତିକ ବିଶେଷଜ୍ଞମାନେ ଏଭଳି ମତ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri