Posted inଜାତୀୟ

ଇଡି ଚାର୍ଜସିଟରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ ନାଁ

ରାୟପୁର,୬।୧: ‘ମହାଦେବ ବେଟିଂ ଆପ’ ମାମଲାରେ ପ୍ରବର୍ତ୍ତନ ନିଦ୍ଦେଶାଳୟ (ଇଡି) ର ଚାର୍ଜସିଟରେ ଏକ ବଡ଼ ଖୁଲାସା କରାଯାଇଛି। ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ ନାମ ମଧ୍ୟ ଚାର୍ଜସିଟରେ ସାମିଲ ହୋଇଛି। ଇଡି ୫ ଅଭିଯୁକ୍ତଙ୍କ ଏକ ଚାର୍ଜସିଟ ଦାଖଲ କରିଛି। ଯେଉଁଥିରେ ଶୁଭମ ସୋନି, ଅମିତ କୁମାର ଅଗ୍ରୱାଲ, ରୋହିତ ଗୁଲାଟି, ଭୀମ ସିଂ ଏବଂ ଅସୀମ ଦାସଙ୍କ ନାମ ରହିଛି।

ଇଡି ଚାର୍ଜସିଟରେ କୁହାଯାଇଛି ଯେ, ଗିରଫ ଅଭିଯୁକ୍ତ ଅସୀମ ଦାସ ମହାଦେବ ବେଟିଂ ଆପର ପ୍ରମୋଟର ପାଇଁ ଭାରତରେ କ୍ୟୁରିୟର ଭାବରେ କାର୍ଯ୍ୟ କରୁଥିଲେ। ନିକଟରେ ହୋଇଥିବା ରେଡ୍‌ରେ ତାଙ୍କ ଲୁଚି ରହିଥିବା ସ୍ଥାନରୁ ପ୍ରାୟ ୫.୩୯ କୋଟି ଟଙ୍କା ଜବତ କରାଯାଇଥିଲା। ଏହା ପରେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri