Posted inଜାତୀୟ

ଇସ୍ତଫା ଦେବେ ବାଘେଲ!

ରାୟପୁର,୨୭ ।୮: ଛତିଶଗଡ଼ କଂଗ୍ରେସରେ ରାଜନୈତିକ ସଙ୍କଟ ଲାଗି ରହିଛି । ମୁଖ୍ୟମନ୍ତ୍ରୀ ଭୁପେଷ ବାଘେଲ ସପ୍ତାହକ ମଧ୍ୟରେ ଦ୍ୱିତୀୟ ଥର ଦିଲ୍ଲୀରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ସେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ଟିଏସ୍ ସିଂଦେଓ ବି ଦିଲ୍ଲୀ ପହଞ୍ଚିଛନ୍ତି । ଛତିଶଗଡ଼ କଂଗ୍ରେସର କଳିକୁ ଦେଖି ବାଘେଲ ଇସ୍ତଫା ଦିଅନ୍ତୁ ବୋଲି ରାହୁଲ ଚାହୁଁଥିବା ବିଶେଷ ସୂତ୍ରରୁ ଜଣାପଡିଛି । ରାହୁଲ କୁଆଡେ ସିଂଦେଓଙ୍କୁ ମୁଖ୍ୟମନ୍ତ୍ରୀ ପଦ ଦେବାକୁ ଚାହୁଁଛନ୍ତି ବୋଲି ଆଲୋଚନା ହେଉଛି । ତେବେ ଦିଲ୍ଲୀ ଯିବା ସମୟରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ବାଘେଲ କହିଥିଲେ ମୋତେ ମହାସଚିବ କେସି ବେଣୁଗୋପାଳଙ୍କ ମେସେଜ ରହିଛି ସେଥିପାଇଁ ମୁଁ ଦିଲ୍ଲୀ ଯାଉଛି । ବଧାୟକଙ୍କ କଥା ପଚରାରିବାରୁ ବାଘେଲ କହିଥିଲେ ମୋ ପାଖରେ ଏ ସମ୍ପର୍କରେ କୌଣସି ସୂଚନା ନାହିଁ । ଯେକେହି ନିଜ ନେତାଙ୍କୁ ସାକ୍ଷାତ୍ କରିବାକୁ ଯାଇ ପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

ଶାଗୁଆନ ଗଛ କାଟୁଥିଲେ ଦୃର୍ବୁତ୍ତ, ଛିଣ୍ଡିଲା ୩୩ କେଭି ଲାଇନ ତାର: ଆଉ ତା’ପରେ…

ଭଞ୍ଜନଗର,୨୬।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଶନିବାର ସକାଳେ ପବନ ବର୍ଷା ନାହିଁ କିନ୍ତୁ ଦୁର୍ବୁତ୍ତମାନଙ୍କ ପାଇଁ ବିଦ୍ୟୁତସେବା ବ୍ୟାହତ ହୋଇଛି। ବିଦ୍ୟୁତ ସେବା ସ୍ବାଭାବିକ ହେବାକୁ…

‘ଆଉ ବ୍ଲେମ ଗେମ୍‌ ନୁହେଁ…’: ଆମେରିକାର ଆକ୍ରମଣ ପରେ ରାଗିଲାଣି ଇରାନ, କହିଛି ‘ଆମେରିକାର ବିଫଳ ରାଷ୍ଟ୍ରପତି…’

ତେହରାନ,୨୭।୬: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଡ୍ରୋନ ଆକ୍ରମଣ ପରେ, ଆମେରିକା ଅନେକ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri