Posted inଜାତୀୟ

ଇଡି ଚଢାଉ ପରେ ଭୂପେଶ ବଘେଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, ମୋ ଘରୁ…

ରାୟପୁର,୧୦।୩: ଛତିଶଗଡ଼ ମଦ ଦୁର୍ନୀତି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଅଧିକାରୀମାନେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବଘେଲଙ୍କ ବାସଭବନ ସହ ପୁଅ ଚୈତନ୍ୟ ବଘେଲଙ୍କ ଭିଲାଇ ସ୍ଥିତ ବାସଭବନରେ ଚଢ଼ାଉ କରିଥିଲେ।

ଚଢାଉକୁ ନେଇ କଂଗ୍ରେସ ନେତା ଭୂପେଶ ବଘେଲ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ବଘେଲ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି କହିଛନ୍ତି। ଇଡି ଅଧିକାରୀମାନେ ତାଙ୍କ ଘରୁ କ’ଣ ପାଇଛି ତାହା ସେ କହିଛନ୍ତି। ସେମାନେ ମୋ ଘରୁ ୩ଟି ଜିନିଷ ପାଇଛନ୍ତି ମନ୍ତୁରାମ ଏବଂ ଡକ୍ଟର ପୁନୀତ ଗୁପ୍ତା (ଡକ୍ଟର ରମଣ ସିଂଙ୍କ ଜ୍ୱାଇଁ)ଙ୍କ ମଧ୍ୟରେ କୋଟି କୋଟି ଟଙ୍କାର କାରବାରର ଆଲୋଚନା ସମ୍ବଳିତ ଏକ ପେନ୍‌ଡ୍ରାଇଭ, ଡକ୍ଟର ରମଣ ସିଂହଙ୍କ ପୁଅ ଅଭିଷେକ ସିଂହଙ୍କ ବିକ୍ରୟ କମ୍ପାନୀର କାଗଜପତ୍ର, ଡାଏରୀ ନଗଦ ପ୍ରାୟ ୩୩ ଲକ୍ଷ ଟଙ୍କା, ଯାହାର ହିସାବ ସେମାନଙ୍କୁ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri