Posted inଜାତୀୟ

ଭୂପେଶ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯ା୧୦: ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭୂପେଶ ବଘେଲ। ସରକାର ବିରୋଧୀ ହାଓ୍ବାକୁ ନେଇ ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ପ୍ରକାଶିତ ତ୍ରୟମାସିକ ରିପୋର୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ନାମ ଶୀର୍ଷରେ ରହିଛି। ଭୂପେଶ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଆସନ ଅଧିକାର କରିବା ପରଠାରୁ ସରକାର ବିରୋଧୀ ହାଓ୍ବା ଅନ୍ୟ ରାଜ୍ୟ ତୁଳନାରେ କମ୍‌ ଅର୍ଥାତ୍‌ ୬% ଥିବା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଭୂପେଶଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଅଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ତାଲିକାର ସବାଶେଷରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲତଙ୍କ ନାମ ରହିଛି। ତାଙ୍କ ଶାସନକାଳରେ ୩୫.୪% ସରକାର ବିରୋଧୀ ହାଓ୍ବା ଦେଖିବାକୁ ମିଳିଛି। ପ୍ରତି ୩ ମାସରେ ଥରେଲେଖା ଆଇଏଏନ୍‌ଏସ୍‌-ସି ଭୋଟର ଟ୍ରାକର ଜରିଆରେ କରାଯାଇଥିବା ଏହି ସର୍ଭେରେ ମୋଟ ୨୫,୦୦୦ଙ୍କ ମତ ସଂଗ୍ରହ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସନ୍ଦିଗ୍ଧଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୧୯ା୩(ପି.ଟି.): ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କରୋନା ସନ୍ଦିଗ୍ଧ ବୁଧବାର ଏହାର ସପ୍ତମ ମହଲାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ବିମାନବନ୍ଦର କର୍ତ୍ତୃପକ୍ଷ ତାଙ୍କୁ...

କରୋନାର ଦୁଇ ବର୍ଷ: ଦେଶରେ ୪ କୋଟିରୁ ଅଧିକ ସଂକ୍ରମିତ, ୪.୯୪ ଲକ୍ଷ ମୃତ୍ୟୁ, ଭାଇରସର ୪୦୦ରୁ ଅଧିକ ମ୍ୟୁଟେସନ

ନୂଆଦିଲ୍ଲୀ,୩୧ ।୧: ଦେଶରେ କରୋନା ମହାମାରୀକୁ ୨ ବର୍ଷ ପୁରଣ ହୋଇ ଗଲାଣି । ଏହାରି ଭିତରେ ଟିକା ଓ ସତର୍କତା ଆମକୁ କରୋନାଠାରୁ ଦୂରେଇ...

ତାମିଲନାଡୁ ଅକ୍ସିଜେନ ଉତ୍ପାଦନ କଲେ ଆପତ୍ତି ନାହିଁ

ନୂଆଦିଲ୍ଲୀ,୨୪ା୪: ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ତାମିଲନାଡୁ ସରକାର ଅକ୍ସିଜେନ ଉତ୍ପାଦନ ପାଇଁ ବେଦାନ୍ତର ଟୁଟିକୋରିନ ପ୍ଲାଣ୍ଟକୁ କାହିଁକି ହାତକୁ ନେଇପାରିବେ ନାହିଁ ବୋଲି ଶୁକ୍ରବାର...

ବାଣ କାରଖାନାରେ ବିସ୍ଫୋରଣ ଘଟି ୩ ମୃତ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆନ୍ଧ୍ରପ୍ରଦେଶ,୧୧।୧୧: ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ତାଡେପାଲିଗୁଡେମ ମଣ୍ଡଳର କାଦିୟାଡ୍ଡା ଗ୍ରାମରେ ଗୁରୁବାର ଏକ ବାଣ କାରଖାନାରେ ବିସ୍ଫୋରଣ ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ...

ଭାଜପାରେ ଯୋଗ ଦେଲେ କଂଗ୍ରେସ କାର୍ଯ୍ୟକାରୀ ସଭାପତି

ଶିମ୍‌ଲା,୨୮।୯: ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ଝଟକା ଦେଇଛି। ହିମାଚଳ ପ୍ରଦେଶ କଂଗ୍ରେସର କାର୍ଯ୍ୟକାରୀ ସଭାପତି ହର୍ଷ ମହାଜନ ଭାଜପାରେ...

ଚନ୍ନୀ କ୍ୟାବିନେଟର ଶପଥ ଗ୍ରହଣ ପୂର୍ବରୁ ପୁଣି ବିବାଦ

ଚଣ୍ଡିଗଡ଼,୨୬ ।୯: ରାଣା ଗୁରଜିତ ସିଂଙ୍କୁ ମନ୍ତ୍ରୀ ପଦ ମିଳିବା ଖବର ଜଣାପଡିବା ପରେ ଆମ ଆଦମୀ ପାର୍ଟିରୁ ଆସି କଂଗ୍ରେସରେ ଯୋଗ ଦେଇଥିବା ସୁଖପାଲ...

ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍‌ ଗୌରଙ୍କ ପରଲୋକ

ଭୋପାଳ,୨୧।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବାବୁଲାଲ୍‌ ଗୌରଙ୍କର ବୁଧବାର ପରଲୋକ ହୋଇଛି। ଭୋପାଳସ୍ଥିତ ନର୍ମଦା ହସ୍ପିଟାଲରେ ସେ ୮୯ ବର୍ଷ...

ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କୁ ଭାଜପା ଏମ୍‌ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ...

Advertisement
Archives

Model This Week